Breaking

ଗୁରୁବାର ରାଶିଫଳ

0

ମେଷ: ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇବେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଅଧିକ ରୋଜଗାରକ୍ଷମ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁ ଜୁଟିବେ।
ବୃଷ: ହଜିଥିବା ଦ୍ରବ୍ୟ ପାଇ ଖୁସି ହୋଇପାରନ୍ତି। ଅଧିକ ବ୍ୟୟର ସମ୍ମୁଖୀନ ହେବେ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନନ୍ତି। ଚଞ୍ଚଳ ସ୍ଵଭାଵର ହେବେ। ଏକାନ୍ତପ୍ରିୟ, ମଧୁରଭାଷୀ ହେବେ। ସାହସୀ ଓ ଜ୍ଞାନୀ ହେବେ। କ୍ରୋଧୀ ହେବେ।
ମିଥୁନ: ଦିନଟି ସୁଖରେ ବିତିବ। ରୋଜଗାର ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ।
କର୍କଟ: କର୍ମ ଚଞ୍ଚଳ ରହିବେ। କୁଳ ପ୍ରଦୀପ ହେବେ। ମନରେ ପ୍ରସନ୍ନତା ଭାବ ଦେଖା ଦେବ। ସୁସ୍ଥ ଓ ସବଳ ହେବେ। ଦୟାଳୁ ସ୍ଵଭାଵର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିବେ। ପରିବାର ପ୍ରତି ସ୍ନେହ ଭାବ ରହିବ।
ସିଂହ: ଦେବ ଦର୍ଶନ ଆନନ୍ଦଦାୟକ ହେବ। ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ। ଧର୍ମାତ୍ମା ଓ ବିଦ୍ୱାନ ହେବେ।
କନ୍ୟା: ଗୃହରେ ବୁଝାମଣା ସୃଷ୍ଟି ହେବ। ଶାରୀରିକ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ନିରୀହ ହେବେ। ଧର୍ମ ବିଧାନରେ ଦକ୍ଷତା ପ୍ରତିପାଦନ କରିବେ। ଶାସ୍ତ୍ରାନୁରକ୍ତ ହେବେ।
ତୁଳା: ସବୁ କିଛି ସହି ଯାଇପାରନ୍ତି। ବନ୍ଧୁ ସହଯୋଗ ପାଇବାରୁ ମନ ପ୍ରଫୁଲ୍ଲ ରହିବ। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହେବେ। ଅହଂକାରୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ୟ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ବିଛା: ମନୋବଳ ଦୃଢ଼ କରି କାର୍ଯ୍ୟ ସମ୍ପାଦନ କରିବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁ ହନ୍ତା ହେବେ। ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭ ପ୍ରାପ୍ତ ହେବ। ନେତ୍ର ପୀଡ଼ା ଭୋଗ କରିପାରନ୍ତି।
ଧନୁ: କୌଣସି କାରଣରୁ ମନ ଆଶଙ୍କିତ ହେବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। କନ୍ୟା ସନ୍ତାନ ଦ୍ୱାରା ବିଶେଷ ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ।
ମକର: ରାଜନୈତିକ ଅସ୍ଥିରତା ଦେଖା ଦେଇପାରେ। ବାଧା-ବିଘ୍ନକୁ ଏଡ଼ାଇ କାର୍ଯ୍ୟ ସମ୍ପାଦନ କରିବେ। ଉଦାର ସ୍ଵଭାଵର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି ଉପରେ ଗୁରୁତ୍ବ ଦେବେ। ବୁଦ୍ଧିମାନ ହେବେ।
କୁମ୍ଭ: ଆୟ-ବ୍ୟୟ ସମାନ୍ତରାଳ ଗତି କରିବ। ଶ୍ରମର ମୂଲ୍ୟାଙ୍କନ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ବ୍ୟକ୍ତି ଭାବେ ପରିଚୟ ସୃଷ୍ଟି କରିବେ। ମଧୁରଭାଷୀ ହୋଇପାରନ୍ତି। କଫ ଜନିତ ସାମାନ୍ୟ ପୀଡ଼ା ଦେଖା ଦେବ। ପ୍ରେମୀ ଓ ସାହସୀ ହେବେ।
ମୀନ: ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର, ବିଦ୍ୟାପ୍ରେମୀ ହୋଇପାରନ୍ତି। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିବେ।

loading...

Leave A Reply

Your email address will not be published.