ମନଯୋତ୍ ପ୍ଲେ ସ୍କୁଲ୍ ରେ ୭୨ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ବର:ଶୈଳେଶ୍ରୀ ବିହାର ସ୍ଥିତ ମନଯୋତ୍ ପ୍ଲେ ସ୍କୁଲରେ ୭୨ତମ ସ୍ବାଧିନତା ଦିବସ ଖୁବ୍ ଉତ୍ସାହର ସହିତ ପାଳିତ ହୋଉଯାଇଛି।ବର୍ଷା ସତ୍ବେ ଛୋଟ ଛୋଟ ପିଲାମାନେ ଅଭିଭାବକ ମାନଙ୍କ ସହିତ ଆସି ଜାତୀୟ ପତାକା ଉତ୍ତୋଳନ ରେ ଭାଗ ନେଇଥିଲେ।ସ୍କୁଲର ପ୍ରିନ୍ସିପାଲ୍ ଓ ଅନ୍ୟ…
Read More...

ଇଂଲଣ୍ଡରେ ଟିମ୍ ଇଣ୍ଡିଆ ପାଳିଲା ସ୍ୱାଧୀନତା ଦିବସ

ଲଣ୍ଡନ : ଇଂଲଣ୍ଡ ଗସ୍ତରେ ଥବା ଭାରତୀୟ କ୍ରିକେଟ୍ ଦଳ ମଧ୍ୟ ସେଠାରେ ଜାତୀୟ ପତାକା ଉତ୍ତୋଳନ କରି ସ୍ୱାଧୀନତା ଦିବସ ପାଳନ କରିଛି । ତାଜ୍ ଲଣ୍ଡନ୍ ଠାରେ ଟିମ୍ ଇଣ୍ଡିଆ ଖେଳାଳିମାନେ ଏକାଠି ହୋଇ ଜାତୀୟ ସଂଗୀତ ଗାନ କରିଥିଲେ । ଦଳର ମୁଖ୍ୟ କୋଚ୍ ରବି ଶାସ୍ତ୍ରୀ ପତାକା ଉତ୍ତୋଳନ କରିଥିଲେ ।…
Read More...

ଉଲ୍ଲେଖନୀୟ ସେବା ପାଇଁ ୧୩ ଜଣ ପୋଲିସ କର୍ମଚାରୀଙ୍କୁ ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୭୨ତମ ସ୍ୱାଧୀନତା ଦିବସ ଅବସରରେ ୧୩ ଜଣ ଦକ୍ଷ ପୋଲିସ ଅଧିକାରୀଙ୍କୁ ପୋଲିସ ପଦକ ପ୍ରଦାନ କରାଯାଇଛି ।ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ସାହାସିକତା ପାଇଁ ଓଡ଼ିଶା ପୁଲିସ୍‍ର…
Read More...

୧୯୪୭ରେ ଦେଶ ପାଳୁଥିଲା ସ୍ୱାଧୀନତା ଉତ୍ସବ, ମାତ୍ର ଗାନ୍ଧିଜୀ ଥିଲେ ଦୁଃଖୀ, କରିଥିଲେ ଉପବାସ

ନୂଆଦିଲ୍ଲୀ: ଦେଶ ୭୨ତମ ସ୍ୱାଧୀନତା ଦିବସ ପାଳନ କରୁଛି । ଦିଲ୍ଲୀରୁ ପଲ୍ଲୀ ପର୍ୟ୍ୟନ୍ତ ସବୁଠି ତ୍ରିରଙ୍ଗା ଉଡୁଛି । ଅହିଂସାର ପୂଜାରୀ ମହାତ୍ମା ଗାନ୍ଧି ସ୍ୱାଧୀନତାର ଲଢ଼େଇ ଲଢ଼ି ଦେଶକୁ ସ୍ୱାଧୀନ କରିଥିଲେ । ୧୯୪୭ ମସିହା ଅଗଷ୍ଟ ୧୫ ତାରିଖ ଦିନ ଭାରତ ସ୍ୱାଧୀନ ହେବାର ବିଧିବଦ୍ଧ ଭାବେ…
Read More...

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲ ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହେଲ୍ପଡେସ୍କ ଏବଂ ଲାଗୋ…
Read More...

ରାଜ୍ୟ ପାଳୁଛି ୭୨ତମ ସ୍ୱାଧୀନତା ଦିବସ

ଭୁବନେଶ୍ୱର:ଭୁବନେଶ୍ୱର ଗାନ୍ଧିମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ପରେଡ୍ ସମାରୋହରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୭୨ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଚା ଜଣାଇବା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର…
Read More...

ଆଜି ୭୨ତମ ସ୍ୱାଧୀନତା ଦିବସ ! ରାଜ୍ୟବାସୀଙ୍କୁ ସମ୍ୱୋଧନ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ୭୨ତମ ସ୍ୱାଧୀନତା ଦିବସ। ଏଥିପାଇଁ ପଲ୍ଲୀଠୁ ଦିଲ୍ଲୀ ସବୁଠି ଚଳଚଞ୍ଚଳ। ସ୍ୱାଧୀନତା ଦିବସକୁ ନେଇ ରାଜଧାନୀ ଭୁବନେଶ୍ୱରରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ସମାରୋହ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠାରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡରେ ଅଭିବାଦନ…
Read More...

ଆଜି କେମିତି କଟିବ ଆପଣଙ୍କ ଦିନ :୧୫ ଅଗଷ୍ଟ ୨୦୧୮,ଜାଣନ୍ତୁ କେଉଁ ରାଶିରେ ବିବାଦୀୟ ପରିସ୍ଥିତିରେ ସମ୍ମୁଖୀନ ହେବେ

ମେଷ: ଉଚ୍ଚ ମହଲରେ ପରିଚିତ ହେବେ। ପରୋପକାରୀ ହୋଇପାରନ୍ତି। କର୍ମରେ ଅଗ୍ରଗତି ଘଟିବ। ପ୍ରିୟଭାଷୀ, ଧନ ଓ ଯାନବାହନଯୁକ୍ତ, ସୁବର୍ଣ୍ଣ ସଂପଦଯୁକ୍ତ, ଅନୁଚରଯୁକ୍ତ ଓ ବଳବାନ ହୋଇପାରନ୍ତି। ବୃଷ: ଅତୀତ ସମସ୍ୟାରେ ବିମୁଖ ହୋଇପାରନ୍ତି। ଧନକ୍ଷୟ ହେବାର ସୂଚନା ମିଳୁଛି। କେବଳ ଯୁଗ୍ମ ବ୍ୟବସାୟରେ…
Read More...