Breaking

ବ୍ୟାଙ୍କ ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0

ଭୁବନେଶ୍ୱର: ଭୁବନେଶ୍ୱର ୟୁକୋ ବ୍ୟାଙ୍କ ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ମ୍ୟାନେଜର ହେଲେ ଆର୍‌.ରଞ୍ଜିତା ରାଓ । ସେ ସିନିୟର ମ୍ୟାନେଜର ଭାବେ ଅଶୋକ ନଗର ୟୁକୋ ବ୍ୟାଙ୍କରେ କାର୍ଯ୍ୟରତ ଥିଲେ । ସନ୍ଦେହ ଜନକ ଅବସ୍ଥାରେ ତାଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଛି ପୋଲିସ । ତାଙ୍କୁ ହତ୍ୟା କରି ଝୁଲାଇ ଦେଇଥିବା ସନ୍ଦେହ କରାଯାଉଛି । ରଞ୍ଜିତା ତାଙ୍କ ବାପା ଓ ମା’ଙ୍କ ସହ ବରମୁଣ୍ଡା ହାଉସିଂବୋର୍ଡ କଲୋନୀ ଏମ୍‌ଆଇଜି 51ରେ ରହୁଥିଲେ । ତେବେ ସେ କାହିଁକି ଆତ୍ମହତ୍ୟା କରିଛନ୍ତି ତାହାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

loading...

Leave A Reply

Your email address will not be published.