Breaking

ଅଭିନେତା ବିଜୟ ମହାନ୍ତି ଅସୁସ୍ଥ

0

ଭୁବନେଶ୍ୱର: ଓଲିଉଡ୍‌ର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଅସୁସ୍ଥ ଅଛନ୍ତି। ତାଙ୍କୁ ହାଇଦ୍ରାବାଦର ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ହୃଦ୍‌ଘାତ ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ କହିବାନୁଯାୟୀ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ରହିଛି ।

loading...

Leave A Reply

Your email address will not be published.