Breaking

ବିଜୟୀ ପ୍ରାର୍ଥୀଙ୍କୁ ନବୀନଙ୍କ ଶୁଭେଚ୍ଛା

0

ଓଡ଼ିଶା ନ୍ୟୁଜ ଟୁଡେ ବ୍ୟୁରୋ:

ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜୟ ହାସଲ କରିଥିବା ବିଜୁ ଜନତା ଦଳ ଓଡ଼ିଶା, ର ପ୍ରାର୍ଥୀଙ୍କୁ ଶୁଭେଚ୍ଛା। ଏହି ବିଜୟ ଆପଣମାନଙ୍କ ଭଲ ପାଇବା ଓ ଅକୁଣ୍ଠ ସମର୍ଥନର ପ୍ରତିଫଳନ। ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବା ବିଜୁ ଜନତା ଦଳର ସମସ୍ତ କର୍ମୀଙ୍କୁ ସାଧୁବାଦ।

କୋଭିଡ-୧୯ ସଙ୍କଟ ସମୟରେ ମତଦାନ କରି ଆମକୁ ଆଶୀର୍ବାଦ କରିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲବାସୀ ବିଶେଷ କରି ମହିଳାମାନଙ୍କୁ ମୋର କୃତଜ୍ଞତା ଜଣାଉଛି। ଏ ବିଜୟ ଆପଣମାନଙ୍କର ବିଜୟ। ଆପଣମାନଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ବିଜୁ ଜନତା ଦଳ ସର୍ବଦା ସଂକଳ୍ପବଦ୍ଧ। : *ନବୀନ ପଟ୍ଟନାୟକ*

loading...

Leave A Reply

Your email address will not be published.