Breaking

ଗିରଫ ହେଲେ ଆଶିର୍ବାଦ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଗିରଫ । ସିବିଆଇ ଦ୍ବାରା ଗିରଫ ହେଲେ ଓସିଏର ପୂର୍ବତନ ସଂପାଦକ ଆଶୀର୍ବାଦ ବେହେରା । ଚିଟଫଣ୍ଡ୍ ସଂସ୍ଥା ଅର୍ଥତତ୍ତ୍ୱ ସହିତ ଲିଙ୍କ୍ ଅଭିଯୋଗରେ ସିବିଆଇ ତାଙ୍କୁ ଗିରଫ କରିଛି । ତାଙ୍କ ସହ ଜନୈକ ହୋଟେଲ ମାଲିକ କମଳାକାନ୍ତ ଦାସଙ୍କୁ ବି ସିବିଆଇ ଗିରଫ କରିଥିବା ଜଣାଯାଇଛି। ଉଭୟଙ୍କୁ ସିବିଆଇ ଅର୍ଥତତ୍ତ୍ବ ଚିଟଫଣ୍ଡ ମାମଲାରେ ଗିରଫ କରାଯାଇଥିବାର ସୂଚନା ମିଳିଛି । ଆଶୀର୍ବାଦଙ୍କୁ ତାଙ୍କ କଟକ ବାସଭବନରୁ ଆଜି ଗିରଫ କରିଛି ସିବିଆଇ ।

loading...

Leave A Reply

Your email address will not be published.