ନରାଜରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ
ବାରଙ୍ଗ:କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡିରେ ବୁଡି ରବିବାର ମଧ୍ୟାହ୍ନରେ ଜଣେ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ନିଖୋଜ ଅଛନ୍ତି। ସେ ହେଉଛନ୍ତି ଝାଡଖଣ୍ଡର ବିକି କୁମାର (୨୨)।
ସୂଚନା ମୁତାବକ, ଆଜି ଭିକି ତାଙ୍କର ୪ ଜଣ ସାଙ୍ଗଙ୍କ ସହ କଟକର ନରାଜ ମହାନଦୀ ଆନିକଟରେ ଗାଧୋଉଥିବା ବେଳେ…
Read More...
Read More...