Breaking

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ହିଞ୍ଜିଳି ପୌରାଞ୍ଚଳରେ ୨୮ କୋଟିରୁ ଉର୍ଦ୍ଧ୍ବ ଟଙ୍କାରପ୍ରକଳ୍ପ ଉଦ୍‌ଘାଟନ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳରେ 28କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ହେଉଛନ୍ତି ଏ ଜାତିର, ଏ ଦେଶର ଭବିଷ୍ୟତ ।…
Read More...

ଜାରି ହେବ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ପାଇଁ ସ୍ୱତନ୍ତ୍ର ନିୟମାବଳୀ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ରାଜ୍ୟର ବରିଷ୍ଠ କଳାକାରମାନେ ପାଉଥିବା ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ପାଇଁ ସ୍ୱତନ୍ତ୍ର ନିୟମାବଳୀ ପ୍ରଣୟନ ହେବ । ଆଜି ଅନୁଷ୍ଠିତ ରାଜ୍ୟସ୍ତରୀୟ ଜିଲ୍ଲା ସଂସ୍କୃତି ଅଧିକାରୀମାନଙ୍କ ସମୀକ୍ଷା ବୈଠକରେ ଏହା ବିଭାଗ ତରଫରୁ ପ୍ରକାଶ କରାଯାଇଛି । ଆଜି…
Read More...

ଆୟକର ଫ୍ରେଣ୍ଡସ ସୋସାଇଟିର ବାର୍ଷିକ ଅଧିବେଶନ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ଆୟକର ଫ୍ରେଣ୍ଡସ ସୋସାଇଟିର ବାର୍ଷିକ ଅଧିବେଶନ ଆଜି ତେଲେଙ୍ଗାପେଣ୍ଠରେ ଅନୁଷ୍ଠିତ ହୋଇଯାଇଛି । ଏହି ସାଧାରଣ ଅଧିବେଶନରେ ଶତାଧିକ ସଭ୍ୟ ଯୋଗଦାନ କରିଥିଲେ । ଏହି ସୋସାଇଟିରେ ଆୟକର ବିଭାଗର ଅନେକ ଅବସରପ୍ରାପ୍ତ କର୍ମଚାରୀ ଓ କାର୍ଯ୍ୟରତ କର୍ମଚାରୀ ସଭ୍ୟ…
Read More...

ଦ୍ୱାଦଶ ଦିନରେ ଆଦିବାସୀ ମେଳା: ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ବଢ଼ିଛି ଚାହିଦା

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଗତ ସାଧାରଣତନ୍ତ୍ର ଦିବସରୁ ରାଜଧାନୀ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଆଦିବାସୀ ମେଳା ଆଜି ଦ୍ୱାଦଶ ଦିନରେ ପହଁଚିଛି । ଏହି ମେଳାରେ ରାଜ୍ୟର ୬୨ ବର୍ଗର ଜନଜାତିଙ୍କର ସାମାଜିକ,…
Read More...

ଦଶମ ଦିନରେ ଆଦିବାସୀ ମେଳାରେ ଜନଜାତିଙ୍କ ଜୀବିକାର୍ଜନ ଓ ସଶକ୍ତିକରଣର ନିଆରା ଚିତ୍ର

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ଓଡ଼ିଶାରେ ଆର୍ଥିକ ଦିଗରୁ ଗରିବ ଓ ଉପେକ୍ଷିତ ଅବସ୍ଥାରେ ରହିଥିବା ବିଶାଳ ଆଦିବାସୀ ବର୍ଗଙ୍କୁ ପ୍ରଗତିର ସ୍ରୋତରେ ସାମିଲ କରିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି ଲକ୍ଷ୍ୟ ହାସଲ କରିବାକୁ ହେଲେ ଜନଜାତି…
Read More...