Breaking

ଥ୍ୟାଙ୍କ୍ ୟୁ ପାଟକୁରା

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ପାଟକୁରାରେ ବିଜେଡିର ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ନବୀନ । ବହୁମାତ୍ରାରେ ବିଜେଡିକୁ ଜିତାଇ ଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପୁଣି ଥରେ ବିଶ୍ୱାସ କରି ବିଜେଡିକୁ ବିପୁଳ ମାତ୍ରାରେ ଜନମତ ଦେଇଥିବାରୁ ପାଟକୁରାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ । ବିଜେଡିର ପାଟକୁରା ବିଜୟ ପରେ ଟ୍ୱିଟ କରି ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

loading...

Leave A Reply

Your email address will not be published.