Breaking

ମସ୍କୋ ଥର୍ମାଲ ପାଓ୍ବାର ଷ୍ଟେଶନରେ ଭୟାବହ ଅଗ୍ନିକାଣ୍ଡ: ୫୦ ମିଟର ଉଚ୍ଚକୁ ଉଠିଲା ନିଆଁ

0

ମସ୍କୋ,୧୧।୭: ରୁଷ ରାଜଧାନୀ ମସ୍କୋର ମିଟିଶ୍ଚି ନିକଟରେ ଥିବା ଥର୍ମାଲ ପାଓ୍ବାର ପ୍ଲାଣ୍ଟରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଏହି ନିଆଁ ଏତେ ଭୟଙ୍କର ଥିଲା ଯେ, ୫୦ ମିଟର ଉଚ୍ଚ ଉପରକୁ ଏହାର ଧଁାସ ଉଠିଥିଲା। ଏହି ଦୁର୍ଘଟଣାରେ ୮ଜଣ ଆହତ ହୋଇଥିବା ବେଳେ ନିଆଁକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚିଛି। ତେବେ ଅଗ୍ନିକାଣ୍ଡର କାରଣ ଏବେ ବି ଅସ୍ପଷ୍ଟ ରହିଛି।

loading...

Leave A Reply

Your email address will not be published.