Breaking

ଆସନ୍ତାକାଲି ପ୍ରକାଶ ପାଇବ ମ୍ୟାଟ୍ରିକ ପରିକ୍ଷା ଫଳ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ଆସନ୍ତାକାଲି ପ୍ରକାଶ ପାଇବ ୨୦୧୯ ମାଟ୍ରିକ ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆସନ୍ତା ୨୧ତାରିଖ ସକାଳ ୯ଟାରେ ପ୍ରକାଶ ପାଇବ। ଦିନ ୧୧ଟା ସମୟରେ ବୋର୍ଡର ଅଫିସିଆଲ ୱେବସାଇଟରେ ପରିକ୍ଷା ଫଳ ଉପଲବ୍ଧ ହେବ। www.bseodisha.ac.in, www.bseodisha.nic.in ରେ ପରୀକ୍ଷା ଫଳ ଦେଖି ପାରିବେ । ବୋର୍ଡ ପକ୍ଷରୁ ଏ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି ।

loading...

Leave A Reply

Your email address will not be published.