Breaking

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ : ପାସହାର ୭୦.୭୮ ପ୍ରତିଶତ

0

କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ। ଆଜି ସକାଳ ୯ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇଛି।ଦିନ ୧୧ଟାରେ ପରୀକ୍ଷା ଫଳ ବୋର୍ଡ ୱେବସାଇଟ୍ www.bseodisha.ac.in/www.bseodisha.nic.inରେ ଉପଲବ୍ଧ ହେବ। ଯେଉଁ ଅଞ୍ଚଳରେ ଇଣ୍ଟରନେଟ୍ ସୁବିଧା ନାହିଁ, ସେଠାରେ ପିଲାମାନେ ମୋବାଇଲରେ OR10 ଟାଇପ୍ କରି 5676750 ନମ୍ବରକୁ SMS କଲେ ପରୀକ୍ଷା ଫଳ ଜାଣିପାରିବେ ବୋଲି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବୋର୍ଡ ସଭାପତି ଡକ୍ଟର ଜାହାନ୍ ଆରା ବେଗମ୍ ସୂଚନା ଦେଇଛନ୍ତି।
ଚଳିତ ବର୍ଷ ପାସ୍ ହାର ୭୦.୭ ପ୍ରତିଶତ ଥିବାବେଳେ A1-୧୧୮୦, A2-୯୯୩୮, B1-୨୪୯୯୧ଜଣ ଛାତ୍ରଛାତ୍ରୀ ଅଛନ୍ତି।

ସେହିପରି ମଧ୍ୟମାରେ ପାସ୍ ହାର ୮୪. ୬୨ ପ୍ରତିଶତ। ୩୫୬୩ରୁ ୩୦୧୫ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

loading...

Leave A Reply

Your email address will not be published.