Breaking

ବାତିଲ ହେଲା ଯୁକ୍ତ ଦୁଇ ଅବଶିଷ୍ଟ ପରୀକ୍ଷା

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ପରୀକ୍ଷାର୍ଥୀଙ୍କୁ ଆଉ ଦେବାକୁ ପଡ଼ିବ ନାହିଁ ବାକି ଥିବା ପରୀକ୍ଷା। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଯେହେତୁ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପରୀକ୍ଷା ପରିଚାଳନା ନେଇ ନୂତନ ଗାଇଡ ଲାଇନ ଆସିଛି ଏବଂ ସିବିଏସ୍‌ଇ ଏବଂ ଆଇସିଏସ୍‌ଇ ବୋର୍ଡ଼ କରୋନା ପାଇଁ ଦଶମ, ଏକାଦଶ ପରୀକ୍ଷା କୁ ବାତିଲ କରିଛି।ରାଜ୍ୟ ମଧ୍ୟ ଛାତ୍ର ଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ନୀତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନୁସରଣ କରିଥିବା ସୂଚନା ମିଳିଛି।

loading...

Leave A Reply

Your email address will not be published.