Breaking

ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ଅଗଷ୍ଟ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ସେ କହିଛନ୍ତି, କରୋନା ଯୋଗୁଁ ରେଜଲ୍ଟ ପ୍ରକାଶରେ ବିଳମ୍ବ ହୋଇଥିଲେ ମଧ୍ୟ ବର୍ତମାନ ଖାତା ଦେଖା ଶେଷ ପର୍ଯ୍ୟାୟରେ ପହଁଚିଛି ।ଅଗଷ୍ଟ ମାସ ତୃତୀୟ ସପ୍ତାହରେ ପ୍ରକାଶ ପାଇବା ନେଇ ପ୍ରସ୍ତୁତି ଚାଲିଛି।

loading...

Leave A Reply

Your email address will not be published.