Breaking
Monthly Archives

March 2019

ଯୁଦ୍ଧ ପାଇଁ ଯୋଦ୍ଧା ପ୍ରସ୍ତୁତ

ଭୂବନେଶ୍ୱର : ଘୋଷଣା ହେଲା ପ୍ରାର୍ଥୀ ତାଲାକା । ନେତାଙ୍କ ଠାରୁ ନେଇ କର୍ମୀଙ୍କ ପର୍ଯ୍ୟନ୍ତ ସମସ୍ତେ ଅପେକ୍ଷା କରିଥିଲେ ବିଜେଡ଼ି ସୁପ୍ରିମୋଙ୍କ ପ୍ରାର୍ଥୀ ତାଲିକା ଘୋଷଣାକୁ । ପ୍ରତିକ୍ଷାର ଅବସାନ ଘଟାଇ ବିଜେଡ଼ିର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ସୂଚନାଯୋଗ୍ୟଯେ, ବିଜ୍ଞପ୍ତି…
Read More...

ବିଜେଡିରେ ଛିଡୁନି ଅଙ୍କ : କୁଆଡେ ଯିବେ ଅନନ୍ତ

ଭୂବନେଶ୍ବର : ପୂର୍ବତନ ମେୟର ଅନନ୍ତ ନାରାୟଣ ଜେନା ଓରଫ ବୁନୁଙ୍କୁ କୁଆଡେ ଏବେ ବିଜେଡି ଉପରେ ଖପ୍ପା | ତୃତୀୟ ମହଲା ବାବୁଙ୍କ ଉପରେ ଭାରି ଜୋରରେ ରାଗ | ଯେହେତୁ ଟିକଟ ମିଳିବାର ଅଙ୍କ କଷା ଛିଡୁନି ତେଣୁ ଦଳରେ ବି ସେ ରହିବାକୁ ଚାହୁଁନାହାନ୍ତି | ଆଉ ସେଥିପାଇଁ ବିଡିଏରେ ଯୋଗ ଦେଇନଥିଲେ।…
Read More...

ପରଲୋକରେ ଗୋଆ ମୁଖ୍ୟମନ୍ତ୍ରୀ ମନୋହର ପାରିକର

ଗୋଆ : ଆରପାରିରେ ଗୋଆ ମୁଖ୍ୟମନ୍ତ୍ରୀ ମନୋହର ପାରିକର । ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ମନୋହର ପାରିକର ଆଜି ଗୋଆର ଏକ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କର ବୟସ ୬୩ ବର୍ଷ ବୟସ ହୋଇଥିଲା । ମନୋହର ପାରିକର ଦୀର୍ଘଦିନ ଧରି ଆଗ୍ନାଶୟ ରୋଗରେ ପୀଡିତ ଥିଲେ…
Read More...

ହାତୀ ଚିହ୍ନରେ ନିର୍ବାଚନ ଲଢ଼ିବେ କିନ୍ନର କାଜଲ ନାୟକ

ଯାଜପୁର: କିନ୍ନର କାଜଲ ନାୟକ ହେବେ ବିଏସପିର କୋରେଇ ବିଧାୟକ ପ୍ରାର୍ଥୀ । ଗତକାଲି ଦଳ ପକ୍ଷରୁ ତାଙ୍କ ନାଁ ଘୋଷଣା କରାଯାଇଛି । ଯାଜପୁର ଟ୍ରାନ୍ସଜେଣ୍ଡର ଆସୋସିଏସନର ସଭାପତି ଥିବା କାଜଲ ଟିକେଟ୍ ପାଇଁ ଲବି କରୁଥିବା ବେଳେ ବିଏସପି ତାଙ୍କ ଉପରେ ଭରସା କରିଛି । ବି.ଏସ.ପି ର ରାଜ୍ୟ ସମ୍ପାଦକ…
Read More...

ଶଙ୍ଖ ଧରିଲେ ମୀରା ପରିଡା

ଭୁବନେଶ୍ୱର: ସାଧାରଣ ନିର୍ବାଚନ ଘୋଷଣା ହେବାର କିଛି ଦିନପରେ ଗତ ୪ ଦିନ ଧରି ଲଗାତର ଭାବେ ନବୀନ ନିବାସ ଆଗରେ ଦେଖିବାକୁ ମିଳୁଛି ଭିଡ । ଶହ ଶହ ନେତାଙ୍କ ସହ କର୍ମୀଙ୍କ ଭିଡ ଦେଖିବାକୁ ମିଳୁଛି ନବୀନ ନିବାସ ଆଗରେ ।ଆଜି ବିଜେଡିରେ ସାମିଲ ହୋଇଛନ୍ତି ମୀରା ପରିଡା । ଆଜି ନବୀନ ନିବାସରେ…
Read More...

ରଣକ୍ଷେତ୍ର ବଦଳାଇବେ ବିଜେଡି ଦଳପତି

ଭୂବନେଶ୍ବର:ନିଜ ସ୍ବଛ ଭାବମୂର୍ତିକୁ ନେଇ ସବୁବେଳେ ଚର୍ଚାରେ ଥିବା ନବୀନ କରିଛନ୍ତି ରାଜନିତିକ ଗୋଟିଚାଳନା । ନବୀନ ନିଜ ନିର୍ବାଚନ ଆସନ ବଦଳାଇବା ନେଇ ଇଙ୍ଗିତ ଦେଇଛନ୍ତି । ପଶ୍ଚିମ ଓଡ଼ିଶା ନେତା, ଚାଷୀ, ମହିଳା ଓ ଛାତ୍ରଛାତ୍ରୀ ମାନେ ମୋତେ ଅନୁରୋଧ କରିଛନ୍ତି ବୋଲି କହିଛନ୍ତି ନବୀନ…
Read More...

ବିଜେଡିରୁ ଇସ୍ତଫା ଦେଲେ ପ୍ରିତିନନ୍ଦା

ଭୁବନେଶ୍ୱର:ବରିଷ୍ଠ ନେତା ଡ଼ାକ୍ତର ଦାମୋଦର ରାଉତ ବିଜେପିରେ ଯୋଗଦେବା ପରେ ସକ୍ରୀୟ ରାଜନୀତିରେ ଥିବା ତାଙ୍କ ଝିଅ ପ୍ରିତିନନ୍ଦା ରାଉତରାୟ ବିଜେଡ଼ିରୁ ଇସ୍ତଫା ପ୍ରଦାନ କରିଛନ୍ତିି । ନିଜର ବ୍ୟକ୍ତିଗତ କାରଣ ଯୋଗୁଁ ସେ ଦଳ ଛାଡ଼ିଥିବା ତାଙ୍କ ଇସ୍ତଫାପତ୍ରରେ ଦର୍ଶାଇଛନ୍ତି । ଦାମଙ୍କ ବଡ଼ଝିଅ…
Read More...

ହାତ ଛାଡ଼ିଦେଲେ ପ୍ରକାଶ

ଭୂବନେଶ୍ବର:କଂଗ୍ରେସକୁ ବାଏ ବାଏ କରିଛନ୍ତି ସାଲେପୁର ବିଧାୟକ ପ୍ରକାଶ ବେହେରା । କଂଗ୍ରେସର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେବା ସହ କଂଗ୍ରେସ ସହ ୨୦ ବର୍ଷର ସମ୍ପର୍କ ଛିନ୍ନ କରିଛନ୍ତି ପ୍ରକାଶ ବେହେରା । ପ୍ରକାଶ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଇସ୍ତଫା ପତ୍ର ପଠାଇ ଏହା ସ୍ପଷ୍ଟ…
Read More...

ପଦ୍ମଶ୍ରୀରେ ସମ୍ମାନିତ ହେଲେ ୩ ଓଡିଆ

ନୂଆଦିଲ୍ଲୀ:ସମାଜସେବା ତଥା ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି । ଏହି ଅବସରରେ ୩ ଓଡିଆଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଛି । ସେମାନେ ହେଲେ ଦୈତାରୀ ନାୟକ,…
Read More...

ନିର୍ବାଚନ କଣ୍ଟ୍ରୋଲ ପାଈ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍

ଭୁବନେଶ୍ବର:ନିର୍ବାଚନ ପାଇଁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ସମସ୍ତ ରାଜନିତିକ ଦଳ ରହିବେ ନିର୍ବାଚନ ଆୟୋଗଙ୍କ ସ୍କାନରରେ। ଏହାକୁ ଦୃଷ୍ଟିରେ ରଖି ଏପରି ବ୍ୟବସ୍ଥା କରାଯାଇଛି।୨୦୧୯ ସାଧାରଣ ନିର୍ବାଚନ ଶେଷ ପର୍ଯ୍ୟନ୍ତ ଏହି କଣ୍ଟ୍ରୋଲ ରୁମ୍…
Read More...