Breaking
Yearly Archives

2024

ନିର୍ବାଚନୀ ଭିଡ ଭିତରେ ରକ୍ତଦାନ କଲେ ପ୍ରଣବ ପ୍ରକାଶ

ସମ୍ବଲପୁର: ଚଳିତ ଗ୍ରୀଷ୍ମ ଋତୁ ତଥା ବର୍ତ୍ତମାନର ନିର୍ବାଚନୀ ମାହୋଲରେ ସବୁ ଦଳ ବ୍ୟସ୍ତ ଥିବା ବେଳେ ସମ୍ବଲପୁରରେ ଉତ୍କଟ ରକ୍ତାଭାବକୁ ଲକ୍ଷ୍ୟ କରି ସମ୍ବଲପୁର ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ସୌଜନ୍ୟରୁ ଏକ ଜରୁରୀକାଳୀନ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି । ଏହି ଶିବିରରେ…
Read More...

ବିଷମକଟକ ଓ ଗୁଣୁପୁରରେ ବିଜେଡିର ଶଙ୍ଖ ଫୁଙ୍କିଲେ ପାଣ୍ଡିଆନ

କୋରାପୁଟ: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି କୋରାପୁଟ ଜିଲ୍ଲା ବିଷମକଟକ ଓ ଗୁଣୁପୁର ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି । ଏହି ସଭାରେ ହଜାର ହଜାର ସଂଖ୍ୟାରେ ଉପସ୍ଥିତ…
Read More...

ବିଜେପି ସାଂସଦମାନେ ଲୋକଙ୍କ କଥା କହୁନାହାନ୍ତି : ପ୍ରଣବ

ଅନୁଗୁଳ, : ସମ୍ବଲପୁର ସାଂସଦ ପ୍ର‌ାର୍ଥୀ ତଥା ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ଆଜି ଅନୁଗୁଳରେ ଦଳ ପାଇଁ ପ୍ରଚାର କରିଛନ୍ତି। ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପରୋକ୍ଷରେ ଟାର୍ଗେଟ୍ କରିବା ସହ ବିଜେଡିକୁ ଭୋଟ ଦେବା ପାଇଁ ନିବେଦନ କରିଥିଲେ। ଆଜି ସକାଳେ…
Read More...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ବିଜେପି: ବିଜେଡି

ଭୁବନେଶ୍ୱର : ଓଡିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୈାଣସି ତଥ୍ୟ ଆଧାରରେ ମିଛ, ଭିତିହୀନ ଏବଂ ନିରାଧାର ଅଭିଯୋଗ ଆଣନ୍ତି, ଯାହା ସେମାନଙ୍କର ଅଭ୍ୟାସ । ୨୦୧୯ ମସିହାରେ ମଧ୍ୟ ଏଭଳି ତଥାକଥିତ ଚାର୍ଜଶିଟ୍ ଓଡିଶା…
Read More...

ହିଞ୍ଜିଳିରୁ ଆରମ୍ଭ ହେଲା ବିଜୁ ଜନତା ଦଳର ବିଜୟ ଅଭିଯାନ

ଯୋଡି ଶଙ୍ଖ ଓଡିଶାର ପରିଚୟ, ବିକାଶର ପରିଚୟ ଯୋଡି ଶଙ୍ଖରେ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ବିରୋଧୀ ସବୁବେଳେ ସବୁ କଥାରେ ରାଜନୀତି କରୁଛନ୍ତି, ବିକାଶକୁ ବିରୋଧ କରୁଛନ୍ତି, ଲୋକ ସେମାନଙ୍କ ଅସଲ ରୂପ ଜାଣନ୍ତି ୨୦୨୪ ରୁ ୨୦୩୪ ହେବ ଓଡିଶାର ଦଶକ, ଯୁବକ ମାନଙ୍କ ପାଇଁ…
Read More...

ସାଲିଆ ସାହିରେ ପ୍ରିୟଦର୍ଶୀଙ୍କ ଶକ୍ତି ପ୍ରଦର୍ଶନ

ଭୁବନେଶ୍ୱର : ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାର୍ଡ ନଂ 16 ମେ ଫେୟାର ନଗର ସାଲିଆ ସାହି ଠାରେ ବିଜେପି ଶ୍ରୀକୃଷ୍ଣ ମଣ୍ଡଳ ଦ୍ୱାରା ଆୟୋଜିତ ଏକ ସମାବେଶ ତଥା ପଦଯାତ୍ରା କାର୍ଯ୍ୟକ୍ରମ ରେ ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରାର୍ଥୀ ଶ୍ରୀ ପ୍ରିୟଦର୍ଶୀ ମିଶ୍ର ଯୋଗ ଦେବା ଅବସରରେ ଉପସ୍ଥିତ…
Read More...

ଯୋଡି ଶଙ୍ଖ ଭିଡିଓ ଧର୍ମେନ୍ଦ୍ରଙ୍କ ନିଦ ହଜାଇ ଦେଲାଣି : ବିଜେଡି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନିର୍ବାଚନ ମୈଦାନକୁ ଓହ୍ଲାଇ ନାହାନ୍ତି, କିଛି ଲୋକଙ୍କ ବଦହଜମୀ ଆରମ୍ଭ ହୋଇଗଲାଣି, ଯୋଡି ଶଙ୍ଖ ଭିଡିଓ ଦେଖି ରାତିର ନିଦ ହଜିଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଯୋଡି ଶଙ୍ଖର ଭିଡିଓ ଏତେ ଲୋକପ୍ରିୟ ହେଲା ଯେ, ଇନଷ୍ଟାଗ୍ରାମରେ ସବୁ ରେକର୍ଡ କାଟିଦେଲା । ୨୪…
Read More...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର ପ୍ରଧାନ: ବିଜେଡି

ଭୁବନେଶ୍ୱର: ରାଜ୍ୟର ୭୦ ଲକ୍ଷ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସଏଚଜି ସାରା ଓଡ଼ିଶାର ଲକ୍ଷ ଲକ୍ଷ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଭ୍ୟମାନଙ୍କର କେବଳ ଜାତୀୟ ସ୍ତରରେ ନୁହେଁ,…
Read More...

ବରମୁଣ୍ଡା ବସ୍ ଟର୍ମିନାଳରେ ମନ୍ମଥ

ଭୁବନେଶ୍ବର: ଡୁହୁ ଡ଼ୁହୁ ଖରାରେ ନିର୍ବାଚନୀ ପ୍ରଚାର କରୁଛନ୍ତି ଭୁବନେଶ୍ବର ଲୋକସଭା ଆସନ ପ୍ରାର୍ଥୀ କ୍ୟାପଟେନ ମନ୍ମଥ ରାଉତରାୟ। ଭୁବନେଶ୍ବରରେ ୪୩ ଡିଗ୍ରୀ ଥିଲା ବେଳେ ମନ୍ମଥ ରାଉତରାୟ ବରମୁଣ୍ଡା ବସଷ୍ଟାଣ୍ଡରେ ପହଞ୍ଚି ଯାତ୍ରୀ ମାନଙ୍କ ଯିବା ଆସିବା ସମ୍ପର୍କରେ ପଚାରି ବୁଝିଛନ୍ତି।…
Read More...

ବିଜେଡ଼ିରେ ଯୋଗଦେଲେ ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ

ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ମତ୍ସ୍ୟ ନିଗମ ଅଧ୍ୟକ୍ଷ ସୁବାସ ପାତ୍ର, ପୂର୍ବତନ ଡେପୁଟି ମେୟର ବାସନ୍ତୀ ସିଂ, କର୍ପୋରେଟର ପ୍ରେମାନନ୍ଦ ଜେନା,…
Read More...