ଭୁବନେଶ୍ୱର : ସାରା ଦେଶରେ ଆଜି ପାଳନ ହେଉଛି ୭୦ ତମ ସାଧାରଣତନ୍ତ୍ର ଦିବସ ।ଗାନ୍ଧି ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ପରେଡରେ ସାମରିକ, ବେସାମରିକ କ୍ଷେତ୍ରରେ ୫୪ ଟି ଟ୍ରୁପ ସାମିଲ ହୋଇଛନ୍ତି । ସେହିପରି କଟକ ବାରବାଟିି ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ମଳିତ ପରେଡ୍ର ଅଭିବାଦନ ଗ୍ରହଣ କରିଛନ୍ତି। ଉପସ୍ଥିତ ଜନସାଧାରଣଙ୍କୁ ଉଦ୍ବୋଦନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସମସ୍ତେ ଏକଜୁଟ୍ ହୋଇ ମାଟି ପାଇଁ କାର୍ଯ୍ୟ କରିବାକୁ ଆହ୍ଵାନ ଦେଇଥିଲେ।
Breaking
ପଟିଆରେ ଖୋଲିଲା ରୋଜ୍ ଟ୍ରାନ୍ସଫରମେସନ୍ଜଗନ୍ନାଥ ହେଉଛନ୍ତି ଆମର ଅସ୍ମିତା – ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ବତୀ ମହାରାଜApollo Hospitals, Bhubaneswar Launches Comprehensive Liver Transplant Programପ୍ରବାସୀ ଭାରତୀୟ ଦିବସ ୨୦୨୫ରେ ଝଲସିଲା ମହିଳା ସଶକ୍ତିକରଣବୟୋଜ୍ୟେଷ୍ଠ, ଅସହାୟ ବ୍ୟକ୍ତିଙ୍କୁ ସମ୍ମାନ, ଆଦର ଦେଉଥିବା ସମାଜ ହେଉଛି ଏକ ଆଦର୍ଶ ସମାଜ- ମୁଖ୍ୟମନ୍ତ୍ରୀ