ଭୁବନେଶ୍ୱର: ଭୁବନେଶ୍ୱରରୁ ୨୦ ବସ୍ତା ବେଆଇନ ମୁଦ୍ରା ଜବତ ହୋଇଛି। ଆୟକର ବିଭାଗର ଜିଏସ୍ଟି ଡିପାର୍ଟମେଣ୍ଟ ଚଢ଼ାଉ କରି ଏହି ମୁଦ୍ରା ଜବତ କରିଛି।ବରମୁଣ୍ଡା ବସ୍ଷ୍ଟାଣ୍ଡ ଓ ବାଣୀ ବିହାର ଅଞ୍ଚଳରୁ ଏହି ମୁଦ୍ରା ଜବତ କରାଯାଇଛି।ମୁକ୍ତେଶ୍ବର ନାମକ ବସରେ କୋଲକାତାରୁ ଭୁବନେଶ୍ବର ଆସୁଥିଲା । ଦୁଇଟି ଯାକ ବସ୍ କୁ ସିଜ୍ କରାଯାଇଛି । ଏତେ ପରିମାଣର ମୁଦ୍ରା କିଏ ଏବଂ କାହିଁକି ନେଉଥିଲା ତାର ଛାନଭିନ କରୁଛି କେନ୍ଦ୍ରୀୟ ଜିଏସଟି ବିଭାଗ ।
Breaking
This World Heart Day: How Personalized Medicine is Shaping the Future of Bad Cholesterol Treatment୨୯ରୁ ଟ୍ୱିନ ସିଟିର ସବୁଠାରୁ ବଡ ନବରାତ୍ରି ସେଲିବ୍ରେଶନ ‘ଦାଣ୍ଡିଆ କାର୍ଣ୍ଣିଭାଲNavadarshan Reflection Ceremony 2025: Paving the Way for an Inclusive & Viksit OdishaCoca-Cola India Strengthens Odisha’s Retail Ecosystem Through Training and Infrastructure SupportBMPS TAKSHILA SCHOOL – AVISHKAAR