ବ୍ରହ୍ମପୁର: ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କୁ ଆଜୀବନ କାରାଦଣ୍ଡାଦେଶ। ଆଇପିସି ଧାରା ୨୧ରେ ଦେଶଦ୍ରୋହ ଅପରାଧରେ ବ୍ରହ୍ମପୁର ଅତିରିକ୍ତ ଜିଲ୍ଲା ଦୌରାଜଜ୍-୧ ସଞ୍ଜୟ ସାହୁ ଏହି ରାୟ ଶୁଣାଇଛନ୍ତି।୨୦୧୪ ଜୁଲାଇ ୧୨ ମଧ୍ୟରାତିରେ ଗିରଫ ହୋଇଥିଲେ ସବ୍ୟସାଚୀ। ବ୍ରହ୍ମପୁର ମଙ୍ଗଳବାରପେଟା ସାହିରୁ ଗିରଫ ହୋଇଥିଲେ। ତାଙ୍କ ନାମରେ ୧୩୫ରୁ ଉର୍ଦ୍ଧ ଅପରାଧିକ ମାମଲା ଥିଲା ଏବଂ ୫୨ଟି କେସରେ ନିର୍ଦ୍ଦୋଷ ପ୍ରମାଣିତ ହୋଇଥିଲେ।
୨୦୦୮ରେ କନ୍ଧମାଳର ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ହତ୍ୟା ଘଟଣା ଓ ୨୦୧୨ରେ ୨ ଇଟାଲୀୟ ପର୍ଯ୍ୟଟକଙ୍କୁ ଅପହରଣ ଘଟଣାରେ ସବ୍ୟସାଚୀ ପଣ୍ଡାଙ୍କ ସଂପୃକ୍ତି ନେଇ ଅଭିଯୋଗ ହୋଇଥିଲା।
Breaking
ଭିଏସ୍ଏସ୍ ନଗର ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକ ଉତ୍ସବ୨୯ରେ ମୁକ୍ତି ଲାଭ କରିବ ଚଳଚିତ୍ର “ସପନଟିଏ-ଏ ଡ଼୍ରିମ୍”ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର ‘ପୁରସ୍କାର ବିତରଣ ଉତ୍ସବReliance Digital unveils its newly launched store in Bapuji Nagar, Bhubaneswar.Utkal Builders Limited, Bhubaneswar conferred with prestigious Times Business Awards “Trusted Developer of the Year”