ବ୍ରହ୍ମପୁର: ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କୁ ଆଜୀବନ କାରାଦଣ୍ଡାଦେଶ। ଆଇପିସି ଧାରା ୨୧ରେ ଦେଶଦ୍ରୋହ ଅପରାଧରେ ବ୍ରହ୍ମପୁର ଅତିରିକ୍ତ ଜିଲ୍ଲା ଦୌରାଜଜ୍-୧ ସଞ୍ଜୟ ସାହୁ ଏହି ରାୟ ଶୁଣାଇଛନ୍ତି।୨୦୧୪ ଜୁଲାଇ ୧୨ ମଧ୍ୟରାତିରେ ଗିରଫ ହୋଇଥିଲେ ସବ୍ୟସାଚୀ। ବ୍ରହ୍ମପୁର ମଙ୍ଗଳବାରପେଟା ସାହିରୁ ଗିରଫ ହୋଇଥିଲେ। ତାଙ୍କ ନାମରେ ୧୩୫ରୁ ଉର୍ଦ୍ଧ ଅପରାଧିକ ମାମଲା ଥିଲା ଏବଂ ୫୨ଟି କେସରେ ନିର୍ଦ୍ଦୋଷ ପ୍ରମାଣିତ ହୋଇଥିଲେ।
୨୦୦୮ରେ କନ୍ଧମାଳର ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ହତ୍ୟା ଘଟଣା ଓ ୨୦୧୨ରେ ୨ ଇଟାଲୀୟ ପର୍ଯ୍ୟଟକଙ୍କୁ ଅପହରଣ ଘଟଣାରେ ସବ୍ୟସାଚୀ ପଣ୍ଡାଙ୍କ ସଂପୃକ୍ତି ନେଇ ଅଭିଯୋଗ ହୋଇଥିଲା।
Breaking
ଡ଼ ନାରାୟଣ ମହାପାତ୍ରଙ୍କୁ ସମ୍ମାନ ସୂଚକ ଗ୍ଲୋବାଲ ପିସ ହ୍ୟୁମାନ ରାଇଟସ ଆୱାର୍ଡସମସ୍ତେ ଏକାଠି ମିଶି ଇସ୍କନ ବିରୋଧରେ ସ୍ୱର ଉତ୍ତୋଳନ କରିବା ନିହାତି ଆବଶ୍ୟକThis World Heart Day: How Personalized Medicine is Shaping the Future of Bad Cholesterol Treatment୨୯ରୁ ଟ୍ୱିନ ସିଟିର ସବୁଠାରୁ ବଡ ନବରାତ୍ରି ସେଲିବ୍ରେଶନ ‘ଦାଣ୍ଡିଆ କାର୍ଣ୍ଣିଭାଲNavadarshan Reflection Ceremony 2025: Paving the Way for an Inclusive & Viksit Odisha