ଭୁବନେଶ୍ୱର : ଆଜି ତୃତୀୟ ପର୍ଯ୍ୟାୟ ନାମାଙ୍କନ ପାଇଁ ଶେଷ ଦିନ ହେଉଥିବା ବେଳେ ବିଜେପିର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ଖୋର୍ଦ୍ଧା ଜିଲ୍ଲପାଳଙ୍କ କାର୍ଯ୍ୟାଳୟରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଆଇଏଏସ ଚାକିରି ଛାଡି ବିଜେପିରେ ଯୋଗଦେବା ପରେ ଦଳ ତାଙ୍କୁ ସମ୍ମାନ ଜନକ ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥୀ କରିଛି ।ଏପଟେ ଭୁବନେଶ୍ୱରରେ ତାଙ୍କୁ କଡା ଟକ୍କର ଦେଉଛନ୍ତି ବିଜେଡିର ଅରୁପ ପଟ୍ଟନାୟକ ।କଂଗ୍ରେସ ଏଠାରେ ପ୍ରାର୍ଥୀ ଦେଇନଥିବା ବେଳେ ବାମଦଳ ନେତା ଜନାର୍ଦ୍ଦନ ପତିଙ୍କୁ ସମର୍ଥନ କରୁଛି ।
Breaking
ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କଲା ଶ୍ରୀ ଜଗନ୍ନାଥ ଭଜନ “ହେ ପୁରୁଷୋତ୍ତମ”ଇଣ୍ଡଲଜ୍ ବ୍ରାଇଡ଼ାଲ ମଲ୍ରେ ଆରମ୍ଭ ହେଲା ମହିଳା କାର୍ଣ୍ଣିଭାଲ ୨୦୨୨ଶିବାନନ୍ଦ ଶତ ବାର୍ଷିକ ବାଳକ ବିଦ୍ୟାଳୟର ପ୍ରତିଷ୍ଠା ଦିବସନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’