Breaking

ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଖର୍ଚ୍ଚ ହେବ ୬୪ କୋଟି ଟଙ୍କା, ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ ଓଡିଶା ସରକାର ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ ଗୁଡିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା ଚିକିତ୍ସା ନିମନ୍ତେ ବ୍ୟକ୍ତିଗତ…
Read More...

ଓଡ଼ିଶା କଷ୍ଟମ୍‌ସ୍ ବ୍ରୋକରସ୍ ଆସୋସିଏସନ’ର ପ୍ରଥମ ପ୍ରତିଷ୍ଠା ଦିବସ

ଭୁବନେଶ୍ବର: ଓଡ଼ିଶା କଷ୍ଟମ୍‌ସ୍ ବ୍ରୋକରସ୍ ଆସୋସିଏସନ୍'ର ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି। ମୂଖ୍ୟ ଅତିଥି ଭାବରେ ସନ୍ତୋଷ କୁମାର ଷଢ଼ଙ୍ଗୀ (ଆଇ.ଏ.ଏସ୍) ,ମହାନିର୍ଦ୍ଦେଶକ ବୈଦେଶିକ ବାଣିଜ୍ୟ ବିଭାଗ ଭାରତ ସରକାର, ମୂଖ୍ୟ ବକ୍ତା ଶଙ୍କର ପି. ସିନ୍ଧେ, ସଭାପତି ଆର୍ନ୍ତଜାତୀୟ…
Read More...

ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଓଡିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି। ଏହି ନୂତନ ପଦବୀ…
Read More...

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଆନ୍ତର୍ଜାତୀୟ ଯୋଗଦିବସ ପାଳିତ

ବିଶ୍ୱ ଯୋଗଦିବସ ଅବସରରେ ଭାରତୀୟ ଯୋଗ ସଂସ୍ଥାନ ତରଫରୁ ଭୁବନେଶ୍ୱର ସହିଦ୍‌ନଗର ସ୍ଥିତ ଇମଫା ପାର୍କଠାରେ ସ୍ବତନ୍ତ୍ର ଯୋଗ ଶିବିର ଆୟୋଜିତ କରାଯାଇଛି । ଯୋଗ କେବଳ ଏକ ଶାରିରୀକ ବ୍ୟାୟାମ ନୁହେଁ ବରଂ ଶରୀରକୁ ନୂତନ ଶକ୍ତି ଯୋଗାଣର ଆଧାର। ସାଂମ୍ପ୍ରତିକ ଚାପଗ୍ରସ୍ତ ଦୁନିଆରେ ଯୋଗର ମହତ୍ବ ଓ…
Read More...