ମହିଳା ଓ ଶିଶୁଙ୍କ ବିରୁଦ୍ଧରେ ଘଟୁଥିବା ଯୌନ ଉତ୍ପୀଡନ ମାମଲା ଗୁଡ଼ିକ ଅତ୍ୟନ୍ତ ସମ୍ବଦନଶୀଳ
ଭୁବନେଶ୍ୱରସ୍ଥିତ ପୋଲିସ ଭବନ, ଠାରେ “ମହିଳା ଏବଂ ଶିଶୁଙ୍କ ଉପରେ ଯୌନ ଅପରାଧର ତଦନ୍ତ ପାଇଁ ଫୋରେନସିକ୍ କୌଶଳ ଏବଂ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର” ସଂକ୍ରାନ୍ତୀୟ ତିନି ଦିନିଆ କର୍ମଶାଳା ଆରମ୍ଭ ହୋଇଯାଇଛି। "ମହିଳା ଏବଂ ଶିଶୁ ଅପରାଧ ନିରାକରଣ ଶାଖା" ଏବଂ "ୟୁନିସେଫ"ର ମିଳିତ…
Read More...
Read More...