ସୁନ୍ଦରଗଡ଼ ଜିଲ୍ଲାରେ ସାନ ସାନ ପିଲା ଓ ଅଭିଭାବକଙ୍କୁ ଆକର୍ଷିତ କରୁଛି ‘ବାଲା ମଡେଲ’ ଅଙ୍ଗନବାଡ଼ି କେନ୍ଦ୍ର
ସୁନ୍ଦରଗଡ଼:କରୋନା ମହାମାରୀର ପ୍ରକୋପ କମିବା ପରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ସୋମବାରଠାରୁ ଖୋଲିଛି। ଦୀର୍ଘ ଦିନ ପରେ ପୁଣି ଅଙ୍ଗନବାଡ଼ି କେନ୍ଦ୍ରକୁ ସାନ ସାନ ପିଲାମାନେ ଆସିଥିବାରୁ ସେମାନଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଛି। ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ…
Read More...
Read More...