ଭିଏସଏସ ନଗର ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ୭୫ତମ ସ୍ୱାଧୀନତା ଦିବସ ପାଳିତ
ଭିଏସଏସନଗର ସ୍ଥିତ ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ୭୫ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟମ୍ନ ଶତପଥୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ଶ୍ରୀ ଶତପଥୀ ଭାରତୀୟ ପରମ୍ପରା, ବେଦପୁରାଣ ତଥା…
Read More...
Read More...