Breaking

କୋଭିଡ ସହାୟତା ପାଇଁ ଜିଲା ପ୍ରଶାସନର ହେଲପ ଲାଇନ ନମ୍ବର ଜାରି,

ଓଡିଶା ନ୍ୟୁଜ ଟୁଡ଼େ ବ୍ୟୁରୋ: ସମଗ୍ର ରାଜ୍ୟ ସମେତ କନ୍ଧମାଳ ଜିଲାରେ ମଧ୍ୟ ସଟଡାଉନ ଓ ଲକଡାଉନ ଲାଗୁ ହୋଇଛି। ଦୋକାନ ବଜାର ଖୋଲିବା ସହିତ ଜନସାଧାରଣଙ୍କ ଯାତାୟତ ଉପରେ କଟକଣା ଲାଗିଛି। ଏଭଳି ପରିସ୍ଥିିତିରେ ବିଭିନ୍ନ ଅସୁସ୍ଥତାର ଶୀକାର ହେଉଥିବା ଲୋକେ ଡାକ୍ତରଖାନାକୁ ଯିବାରେ ଅସୁବିଧା ସୃଷ୍ଟି…
Read More...

କନ୍ଧମାଳ ସଂସଦୀୟ କ୍ଷେତ୍ରର କୋଭିଡ୍‍ ସମୀକ୍ଷା କଲେ ସାଂସଦ ଅଚ୍ୟୁତ ସାମନ୍ତ

ଓଡିଶା ନ୍ୟୁଜ ଟୁଡ଼େ ବ୍ୟୁରୋ : କନ୍ଧମାଳ ସଂସଦୀୟ କ୍ଷେତ୍ରର ବିଭିନ୍ନ ଅଞ୍ଚଳରେ କୋଭିଡ୍‍ ପରିଚାଳନା ନେଇ ସାଂସଦ ଅଚ୍ୟୁତ ସାମନ୍ତ ନିୟମିତ ସମୀକ୍ଷା ଜାରି ରଖିଛନ୍ତି। ପ୍ରତି ସପ୍ତାହରେ ସଂସଦୀୟ କ୍ଷେତ୍ରର ବିଭିନ୍ନ ଜିଲାପାଳଙ୍କ ସହ କୋଭିଡ୍‍ ପରିଚାଳନା ନେଇ ଆଲୋଚନା କରିଆସୁଛନ୍ତି। ଚଳିତ…
Read More...

ସଂକ୍ରମଣ ଚେନ୍‌ ଭାଙ୍ଗିବାକୁ ଲକ୍‌ଡାଉନ୍‌: ନିୟମ କଡ଼ାକଡ଼ି ସହ ଅମାନିଆଙ୍କୁ ସାବାଡ଼ କରୁଛି ପ୍ରଶାସନ

ଓଡିଶା ନ୍ୟୁଜ ଟୁଡ଼େ ବ୍ୟୁରୋ: ମହାମାରୀ କରୋନା ଭୂତାଣୁର ଦ୍ୱିତୀୟ ଲହରୀ ଅସ୍ତବ୍ୟସ୍ତ କଲାଣି ସାରାଦେଶକୁ । ରାଜ୍ୟରେ ମଧ୍ୟ ଦିନକୁଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦ୍ୱିତୀୟ ଲହର ଭୟାବହ ପରିସ୍ଥିତି ସୃଷ୍ଟିକଲାଣି ସାରା ରାଜ୍ୟରେ । ସଂକ୍ରମଣରେ ଅନେକଙ୍କ ଜୀବନ ମଧ୍ୟ…
Read More...

ଲକଡାଉନ ନିୟମ ଉଲଂଘନ କରି ୧୨ଟାପରେ ଦୋକାନ ଖୋଲିଥିବାରୁ ସିଲ୍‌ କଲେ ତହସିଲଦାର

ଓଡିଶା ନ୍ୟୁଜ ଟୁଡ଼େ ବ୍ୟୁରୋ: କରୋନାର ଦ୍ୱିତୀୟ ଲହର ସଂକ୍ରମଣର ଭୟବହତାକୁ ଦୃଷ୍ଟିରେ ରଖି ସରକାର ସାରାରାଜ୍ୟରେ ଲକଡାଉନ ଓ ସପ୍ତାହନ୍ତ ସଟଡାଉନ ଭଳି ପଦକ୍ଷେପ ଗ୍ରହଣ କରିଛନ୍ତି । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଗାଇଡ଼ଲାଇନ ଜାରି କରାଯାଇଥିବାବେଳେ କେତେକ ଅମାନିଆ ଏହାର ଖୋଲାଖୋଲି…
Read More...

ପ୍ରଶାସନିକ ସ୍ତରରେ ଅଦଳବଦଳ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ରାଜ୍ୟ ସରକାରଙ୍କ ପକ୍ଷରୁ ତୃଣମୂଳସ୍ତରରେ ପ୍ରଶାସନର ମଙ୍ଗ ଧରିଥିବା ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀଙ୍କ କ୍ଷେତ୍ରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ପଞ୍ଚାୟତିରାଜ ବିଭାଗର ବିଜ୍ଞପ୍ତିନାମା ଅନୁଯାୟୀ ୨୯ଜଣ ମଣ୍ଡଳ ଉନ୍ନୟନ ଅଧିକାରୀ(ବିଡ଼ିଓ) ଓ ୬ଜଣ…
Read More...

ବୁଲା ଗାଈ କୁକୁର ଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲଷ ଟଙ୍କା ସହାୟତା

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ…
Read More...

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ନିର୍ମାଣକୁ ଜମି ହରାଉଥିବା ଲୋକଙ୍କ ବିରୋଧ

ଓଡିଶା ନ୍ୟୁଜ ଟୁଡ଼େ ବ୍ୟୁରୋ: ଗାଁକୁ ରାସ୍ତାନ ଥିଲା ଫଳରେ ଗାଁକୁ ସ୍ଥାୟୀ ପିଚୁରାସ୍ତା ନିର୍ମାଣ କରିବାପାଇଁ ଲୋକେ ଦାବୀ କଲେ । ଆଉ ସରକାର ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ପିଚୁ ରାସ୍ତା ନିର୍ମାଣ କରିବାପାଇଁ ସାମିଲ କଲେ । ଆଉ ଏବେ କାମ ଆରମ୍ଭ ହୋଇଥିବା ବେଳେ କାମ ବନ୍ଦକରିବା…
Read More...