ବିଏସକେୱାଇ ବନ୍ଦ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କରୁଛନ୍ତି ଷଡଯନ୍ତ୍ର : ପାଣ୍ଡିଆନ
ଭୁବନେଶ୍ବର: ରାଜ୍ୟର ୧ ନମ୍ବର ଯୋଜନା ହେଉଛି ବିଏସକେୱାଇ । ଶ୍ରମିକ, ଟାଷୀ ଓ ଗରୀବଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏହି ଯୋଜନା ପ୍ରଣୟନ କରିଛନ୍ତି । ବଡ ବଡ ହସପିଟାଲରେ ଚିକିତ୍ସା କରାଇବା ପାଇଁ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ସାହସ ଦେଇଛନ୍ତି । ଏହି ଯୋଜନାରେ ପ୍ରତି ମାସରେ ୨୬୦ କୋଟି ଟଙ୍କା ଖର୍ଚ୍ଚ…
Read More...
Read More...