ଭୁବନେଶ୍ୱର: ଓଲିଉଡ୍ର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଅସୁସ୍ଥ ଅଛନ୍ତି। ତାଙ୍କୁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ହୃଦ୍ଘାତ ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ କହିବାନୁଯାୟୀ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ରହିଛି ।
Breaking
ଜଗନ୍ନାଥ ହେଉଛନ୍ତି ଆମର ଅସ୍ମିତା – ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ବତୀ ମହାରାଜApollo Hospitals, Bhubaneswar Launches Comprehensive Liver Transplant Programପ୍ରବାସୀ ଭାରତୀୟ ଦିବସ ୨୦୨୫ରେ ଝଲସିଲା ମହିଳା ସଶକ୍ତିକରଣବୟୋଜ୍ୟେଷ୍ଠ, ଅସହାୟ ବ୍ୟକ୍ତିଙ୍କୁ ସମ୍ମାନ, ଆଦର ଦେଉଥିବା ସମାଜ ହେଉଛି ଏକ ଆଦର୍ଶ ସମାଜ- ମୁଖ୍ୟମନ୍ତ୍ରୀHydration, Refreshment, and Connection—Coca-Cola India’s Signature at Maha Kumbh 2025