Breaking

ବାହୁଡିଲେ ବିଜୟ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ଅଫେରା ରାଇଜକୁ ଫେରିଗଲେ ବିଜୟ। ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ ସାରା ଓଡିଶା ଆଜି ମର୍ମାହତ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଭୁବନେଶ୍ୱର ସତ୍ୟନଗରର ମଷାଣୀରେ ଶେଷ କୃତ୍ୟ ସଂପର୍ଣ୍ଣ ହୋଇଛି । ରାଜଧାନୀର ଘରୋଇ ଡାକ୍ତରଖାନାରୁ ବିଜୟ ମହାନ୍ତିଙ୍କ ମରଶରୀରକୁ ପ୍ରଥମେ ରସୁଲଗଡ ସ୍ଥିତ ବାସଭବନକୁ ନିଆଯାଇଥିଲା । ପରିବାର ଓ ସମ୍ପର୍କୀୟ ଶେଷ ଦର୍ଶନ କରିବା ପରେ ପାର୍ଥିବ ଶରୀରକୁ ସଙ୍ଗୀତ ନାଟକ ମହାବିଦ୍ୟାଳୟକୁ ନିଆଯାଇଥିଲା । ସେଠାରେ ଶେଷ ଶ୍ରଦ୍ଧାଂଜଳୀ ଦିଆଯିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ପ୍ରଦାନ କରାଯାଇଥିଲା ।

loading...

Leave A Reply

Your email address will not be published.