Breaking

ନିର୍ବାଚନୀ ଇସ୍ତାହାର ପାଇଁ ଲୋକଙ୍କ ମତ ଲୋଡିଲେ ପାଣ୍ଡିଆନ

0

ଭୁବନେଶ୍ୱର: ବିଜେଡିର ପ୍ରକାଶ ପାଇବ ନିର୍ବାଚନୀ ଇସ୍ତାହାର। ତା’ ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଗୁରୁତ୍ବ ଦିଅନ୍ତି। ଏନେଇ ଚଳିତଥର ଲୋକଙ୍କ ମତାମତ ଅନୁସାରେ ବିଜେଡି ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ ହେବ।

loading...

Leave A Reply

Your email address will not be published.