Breaking

ମାଉସୀ ଘରେ ମହାବାହୁ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ

ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା ତିନି ରଥ । ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଏବଂ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିବା ପରେ ଶେଷରେ କଳାଠାକୁରଙ୍କ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିଛି । ଭାବମୟ ପରିବେଶରେ ଘଣ୍ଟକାହାଳୀ ନାଦରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ରଥକୁ ଟାଣିନେଇଛନ୍ତି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ । ରତ୍ନବେଦୀରୁ ଜନ୍ମବେଦୀକୁ ଆଜି ଯାତ୍ରା କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି ।

loading...

Leave A Reply

Your email address will not be published.