Breaking
Browsing Category

ଦେଶ ବିଦେଶ

କଥା ରଖିଲେ କମଲନାଥ : ଛାଡ଼ କଲେ କୃଷି ଋଣ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେବା ପରେ କମଲନାଥ ସର୍ବ ପ୍ରଥମେ କୃଷକଙ୍କ ଋଣ ଛାଡ଼ ଉପରେ ନିଷ୍ପତ୍ତି ନେଇ ଋଣ ଛାଡ଼ ଫାଇଲରେ ଦସ୍ତଖତ କରିଥିବାର ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବଂ ଅନ୍ୟ ନେତା ନିର୍ବାଚନ ପ୍ରଚାର ସମୟରେ…
Read More...

ମଞ୍ଚ ଉପରେ ଚେତାଶୂନ୍ୟ ହୋଇପଡ଼ିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ମହାରାଷ୍ଟ୍ରର: ଷ୍ଟେଜ୍‌ ଉପରେ ବେହୋସ୍‌ ହୋଇଗଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ । ଜାତୀୟ ସଙ୍ଗୀନ ଗାନ ବେଳେ ଷ୍ଟେଜ ଉପରେ ବେହୋସ ହୋଇ ପଡ଼ିଲେ ।ତାଙ୍କୁ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରୁଛନ୍ତି । ସୂଚନା ଅନୁସାରେ,…
Read More...

ପୁଣେରୁ ନିର୍ବାଚନ ଲଢ଼ିବେ ଧକ୍‌ଧକ୍‌ ଗାର୍ଲ ମାଧୁରୀ

ମୁମ୍ବାଇ : ବଲିଉଡ୍‌ର ଧକ୍‌ଧକ୍‌ ଗାର୍ଲ ମାଧୁରୀ ଦୀକ୍ଷିତ ରାଜନୀତିକୁ ଆସୁଛନ୍ତି । ଖୁବ୍‌ଶୀଘ୍ର ବିଜେପି ଦଳରେ ମିଶିବେ ବୋଲି ଚର୍ଚ୍ଚା ହେଉଛି । ୨୦୧୯ ରେ ପଦ୍ମ ଦଳ ତାଙ୍କୁ ପୁଣେ ଲୋକସଭା ଆସନରୁ ପ୍ରାର୍ଥୀ କରିବ ବୋଲି ମଧ୍ୟ ଜଣାପଡ଼ିଛି। ଜୁନ୍‌ ମାସରେ ବିଜେପି ପକ୍ଷରୁ ‘ସମର୍ଥନ ପାଇଁ…
Read More...

ଚିରନିଦ୍ରାରେ ୮୦ ଓ ୯୦ ଦଶନ୍ଧିର କଣ୍ଠଶିଳ୍ପୀ ମହମ୍ମଦ ଅଜିଜ୍

ମୁମ୍ବାଇ: ଭାରତୀୟ ସଂଗୀତ ଦୁନିଆ ମଙ୍ଗଳବାର ଦକ୍ଷ କଣ୍ଠଶିଳ୍ପୀ ମହମ୍ମଦ ଅଜିଜ୍‌ଙ୍କୁ ହରାଇଛି। ୬୪ ବର୍ଷିଅ ଏହି ବଲିଉଡ୍‌ ଗାୟକ ଜଣକ ମୁମ୍ବାଇଠାରେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ଅଜିଜ ସୋମବାର ରାତିରେ କୋଲକାତାରେ ଥିଲେ, ମଙ୍ଗଳବାର ସେ ମୁମ୍ବାଇ ପହଞ୍ଚିଥିଲେ। ମାତ୍ର ଅପରାହ୍ନ…
Read More...

ବିଜେପିରେ ଯୋଗ ଦେଲେ ପୂର୍ବତନ ଆଇଏଏସ୍‌ ଅଧିକାରୀ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର/ନୂଆଦିଲ୍ଲୀ: ବିଜେପିରେ ସାମିଲ ହେଲେ ପୂର୍ବତନ ଆଇଏଏସ୍‌ ଅଧିକାରୀ ଅପରାଜିତା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ବାସଭବନରେ ଆଜି ସେ ପହଞ୍ଚି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଏହି ସମୟରେ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା,…
Read More...

ବସ-ସ୍କୁଲ ଭ୍ୟାନ ଧକ୍କା : ୬ ସ୍କୁଲ ପିଲାଙ୍କ ସମେତ ୭ଜଣଙ୍କ ମୃତ୍ୟୁ

ମଧ୍ୟପ୍ରଦେଶ : ଏକ ସ୍କୁଲ ଭ୍ୟାନକୁ ଯାତ୍ରୀବାହୀ ବାସ ଧକ୍କା ଦେବା ଫଳରେ ୬ ଜଣ ସ୍କୁଲ ପିଲାଙ୍କ ସମେତ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି | ଏହି ଦୁର୍ଘଟଣା ମଧ୍ୟପ୍ରଦେଶରେ ଘଟିଛି | ଆଜି ସକାଳେ ଏକ ସ୍କୁଲ ଭ୍ୟାନ ସ୍କୁଲ ପିଲାଙ୍କୁ ନେଇ ସ୍କୁଲକୁ ଯାଉଥିଲା | ଏତିକିବେଳେ…
Read More...

ଭାରତୀୟ ବୋହୁ ବେଶରେ ମଥାରେ ସିନ୍ଦୁର, ମଙ୍ଗଳ ସୂତ୍ରରେ ସଜେଇ ହୋଇ ଭାରତ ଫେରିଲେ ଦୀପିକା

ମୁମ୍ବାଇ: ବିବାହ ସାରି ଆଜି ସକାଳେ ଦୀପବୀର ମୁମ୍ବାଇରେ ପହଁଞ୍ଚିଛନ୍ତି । ଉଭୟଙ୍କୁ ଆଜି ସକାଳେ ମୁମ୍ବାଇ ଏୟାରପୋର୍ଟରେ ଦେଖିବାକୁ ମିଳିଛି । ଦୁହେଁ ସକାଳ ୮ଟାରେ ବିମାନରୁ ଓହ୍ଲାଇବାର ଥିଲା । କିନ୍ତୁ ଫ୍ୟାନ୍‌ମାନେ ଏହି ନବ ବିବାହିତ ସେଲିବ୍ରିଟି ଦମ୍ପତିଙ୍କୁ ଦେଖିବାକୁ ଉତ୍ସାହୀ ହୋଇ…
Read More...