Breaking
Browsing Category

ଦେଶ ବିଦେଶ

ମାଛର ଦାମ୍ ୫ଲକ୍ଷ ୫୦ହଜାର ଟଙ୍କା

ମୁମ୍ବାଇ: ମାଛର ଦାମ୍ ୫ଲକ୍ଷ ୫୦ହଜାର ଟଙ୍କା। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସତ। ମୁମ୍ବାଇ- ପଲ୍‌ଘର ସମୂଦ୍ରକୂଳ ଅଂଚଳରୁ ଏକ ମାଛ ଧରାଯାଇଛି। ପଲ୍‌ଘର ଅଂଚଳର ଦୁଇ ମତ୍ସଜୀବୀ ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ବେଳେ ୩୦କେଜି ଓଜନର ଏକ ମାଛ ଜାଲରେ ପଡିଥିଲା। ଏହା ପରେ ଦୁଇ ମତ୍ସଜୀବୀଙ୍କ…
Read More...

କରୁଣାନିଧିଙ୍କ ଶେଷ କୃତ୍ୟ ସଂପନ୍ନ ! ମେରିନା ବିଚ୍‌ରେ ଦିଆଗଲା ସମାଧି

ଚେନ୍ନାଇ: ଦ୍ରାବିଡ଼ କିମ୍ବଦନ୍ତୀ ପୁରୁଷ ତଥା ତାମିଲ୍‌ ରାଜନୀତିର ଭୀଷ୍ମ ପିତାମହ ଏମ. କରୁଣାନିଧିଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଚେନ୍ନାଇର ମେରିନା ବିଚ୍‌ରେ ସମାଧୀ ଦିଆଯାଇଛି କରୁଣାନିଧିଙ୍କୁ। ମାଟିର ମଣିଷ ମାଟି କୋଳରେ ନେଇଛନ୍ତି ଶେଷ ବିଶ୍ରାମ।…
Read More...

ପରଲୋକରେ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଡିଏମକେ ମୁଖ୍ୟ ଏମ୍.କରୁଣାନିଧି, ତାମିଲନାଡୁରେ ଶୋକର ଛାୟା

ଚେନ୍ନାଇ: ଦକ୍ଷିଣ ଭାରତୀୟ ରାଜନୀତିର ଭୀଷ୍ମ ପିତାମହ ଯଥା ଡିଏମ୍‌କେ ସୁପ୍ରିମୋ ଏମ୍‌ କରୁଣାନିଧିଙ୍କର ୯୪ ବର୍ଷ ବୟସରେ ମଙ୍ଗଳବାର ବିୟୋଗ ଘଟିଛି। ଚେନ୍ନାଇର କାବେରୀ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ଦେଶର ଜଣେ ବର୍ଷିୟାନ୍‌ ରାଜନେତା ଏମ୍‌.କରୁଣାନିଧି ମାତ୍ର…
Read More...

ବୁଦ୍ଧ ମନ୍ଦିରରେ ମୁଣ୍ଡନ ହେଲେ ଗୁମ୍ଫାରୁ ଉଦ୍ଧାର ୧୧ ଫୁଟ୍‌ବଲ୍‌ ଖେଳାଳି

ବ୍ୟାଙ୍କକ୍: ଥାଇଲ୍ୟାଣ୍ଡରେ ଗୁମ୍ଫା ଭିତରୁ ଉଦ୍ଧାର ହୋଇ ପୁନର୍ଜୀବନ ପାଇଥିବା ୧୨ ଫୁଟବଲ ଖେଳାଳିଙ୍କ ମଧ୍ୟରୁ ୧୧ ଜଣ ବୁଦ୍ଧ ମନ୍ଦିରରେ ମୁଣ୍ଡନ ହୋଇଛନ୍ତି। ସେମାନଙ୍କ କୋଚ୍ ମଧ୍ୟ ମୁଣ୍ଡନ ହୋଇଛନ୍ତି । ଅନ୍ୟ ଜଣେ ଖେଳାଳି ଖ୍ରୀଷ୍ଟ ଧର୍ମର ହୋଇଥିବାରୁ ତାଙ୍କର ମୁଣ୍ଡନ କରାଯାଇନାହିଁ। ଏଥି…
Read More...

କିଛି କହିବାର ଯଦି ଅଛି ମୋତେ କୁହନ୍ତୁ, ଦେଶର ସେନାକୁ ନୁହେଁ: ମୋଦି

ନୂଆଦିଲ୍ଲୀ: ଯଦି କିଛି କହିବାର ଅଛି ମୋତେ କୁହନ୍ତି, ଦେଶର ସେନାକୁ ନୁହେଁ। ସର୍ଜିକାଲ ଷ୍ଟ୍ରାଇକକୁ ମିଛ କହୁଥିବା ଲୋକଙ୍କୁ ଦେଶ ସହଜରେ ଛାଡ଼ିବ ନାହିଁ। ଲୋକସଭାରେ ଶୁକ୍ରବାର ବିରୋଧୀ ଦଳ ଓ ତେଲୁଗୁ ଦେଶମ୍‌ ପାର୍ଟି ପକ୍ଷରୁ ଅଣାଯାଇଥିବା ଅନାସ୍ଥା ପ୍ରସ୍ତାବ ଉପରେ ମୋଦି ଏହି ଜବାବ…
Read More...