Breaking
Odisha Vikash Conclave 2025 to Unveil Roadmap for People-Centric, Climate-Smart Odisha@2036Joyalukkas‘Brilliance Diamond Jewellery Show’ in Bhubaneswar from 21st November to 7th December.Red Swastik Society and Team “Ladhei” distributed EV Scooties to the Differently-Abled.Bhubaneswar Leads Odisha’s Tech Revolution as AI and Digital Banking Reshapes SME Landscape: KotakBajaj Finserv Asset Management Limited launches its Banking and Financial Services Fund to tap into India’s evolving financial growth story
Browsing Category
ଖେଳ
ଭାରତୀୟ କ୍ରିକେଟ ଖେଳାଳିଙ୍କ ଜର୍ସିରେ ଚୀନ୍ ନୁହେଁ, ଏଣିକି ଭାରତୀୟ କମ୍ପାନୀର ନାଁ ରହିବ
ନୂଆଦିଲ୍ଲୀ, ୨୫।୭: ଭାରତୀୟ କ୍ରିକେଟ ଖେଳାଳିଙ୍କ ଜର୍ସିରେ ଚୀନ୍ ନୁହେଁ, ଏଣିକି ଭାରତୀୟ କମ୍ପାନୀର ନାଁ ରହିବ ବୋଲି ଜଣାପଡିଛି। ଗତ ୨ ଦୁଇବର୍ଷ ହେବ ଖେଳାଳିଙ୍କ ଜର୍ସିରେ ଚୀନ ମୋବାଇଲ କମ୍ପାନୀ ‘ଓପୋ’ର ନାଁ ରହିଛି। ଏବେ ତାକୁ ହଟାଯାଇ ଭାରତୀୟ କମ୍ପାନୀ ‘ବାୟଜୁ’ ନାମ ରହିବ। ଆଗାମୀ…
Read More...
Read More...
ଶୋଇକି ଉଠିଲା ବେଳକୁ ବେଶୀ ଯନ୍ତ୍ରଣା ଦେଉଛି ବିଶ୍ୱକପ୍ ପରାଜୟ:କୋହଲି
ନୂଆଦିଲ୍ଲୀ, ୨୫।୭: ଆଇସିସି ବିଶ୍ୱକପ୍ ସରିବାର ପାଖାପାଖି ମାସେ ହୋଇଯାଇଥିଲେ ମଧ୍ୟ ସେମିଫାଇନାଲରେ ଭାରତୀୟ ଦଳର ପରାଜୟ ଦର୍ଶକଙ୍କ ମନରୁ ଲିଭିନାହିଁ। କେବଳ ଦର୍ଶକ ନୁହଁନ୍ତି, ଦଳର ପରାଜୟରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ମଧ୍ୟ ବେଶୀ ମର୍ମାହତ ହୋଇପଡିଛନ୍ତି। ଏକ ସାକ୍ଷାତକାରରେ ସେ…
Read More...
Read More...
ଇନ୍ଷ୍ଟାଗ୍ରାମରେ ଗୋଟିଏ ପୋଷ୍ଟ ପାଇଁ ବିରାଟ କୋହଲି କେତେ ଆୟ କରନ୍ତି ଜାଣନ୍ତି କି?
ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟର ଏକ ବିସ୍ମୟ ଭାବେ ଉଭା ହୋଇଛନ୍ତି। ୨୦୦୮ରେ ଅନ୍ତର୍ଜାତୀୟ ଖେଳ ଜୀବନ ଆରମ୍ଭ କରିବା ପରଠାରୁ କୋହଲି ଗୋଟିଏ ପରେ ଗୋଟିଏ କୀର୍ତ୍ତିମାନ ହାସଲ କରି ଚାଲିଛନ୍ତି। କେବଳ ବିଜ୍ଞାପନ ନୁହେଁ,…
Read More...
Read More...
ବିଶ୍ୱର ୫ କ୍ରିକେଟର୍ସ ବିଷୟରେ ଜାଣନ୍ତୁ, ଯାହାଙ୍କ ସ୍ତ୍ରୀ ବି ଜଣେ ଜଣେ ବିଶ୍ୱସ୍ତରୀୟ ଖେଳାଳି
କ୍ରିକେଟରେ ଏମିତି କିଛି ଖେଳାଳି ଅଛନ୍ତି, ଯେଉଁମାନେ ବ୍ୟକ୍ତିଗତ ଜୀବନରେ ଜଣେ ଖେଳାଳିଙ୍କୁ ବିବାହ କରିଛନ୍ତି। ଆସନ୍ତୁ ସେଭଳି ୫ ଯୋଡିଙ୍କ ବିଷୟରେ ଜାଣିବା…
ମିଚେଲ ଷ୍ଟାର୍କ ଏବଂ ଏଲିସା ହିଲି
ଅଷ୍ଟ୍ରେଲିଆର ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଭଳି ତାଙ୍କ ସ୍ତ୍ରୀ ଏଲିସା ହିଲି ମଧ୍ୟ ଜଣେ…
Read More...
Read More...
ପ୍ରେସିଡେଣ୍ଟ କପ୍ ସେମିରେ ବିଧୁରି
ନୂଆଦିଲ୍ଲୀ, ୨୫।୭ (ପି.ଟି.)- ବିଶ୍ୱ ଚାମ୍ପିୟନଶିପ୍ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ବକ୍ସର ଗୌରବ ବିଧୁରି (୫୬ କିଗ୍ରା) ଫିଲିପାଇନ୍ସଠାରେ ଚାଲିଥିବା ପ୍ରେସିଡେଣ୍ଟ କପ୍ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୭ରେ ହମ୍ବର୍ଗରେ ଅନୁଷ୍ଠିତ ବିଶ୍ୱ ଚାମ୍ପିୟନଶିପ୍ରେ ଏକମାତ୍ର ବକ୍ସର ଭାବେ…
Read More...
Read More...
ଭାରତୀୟ ସେନାରେ ଯୋଗଦେଲେ ଧୋନୀ, କରିବେ ଏହି କାମ
ଶ୍ରୀନଗର, ୨୫।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖୁବ୍ଶୀଘ୍ର ଭାରତୀୟ ସେନା ସହ ଯୋଗ ଦେବାକୁ ଯାଉଛନ୍ତି। ଜୁଲାଇ ୩୧ରେ କଶ୍ମୀରରେ ଥିବା ଟେରିଟୋରିଆଲ୍ ଆର୍ମିର ୧୦୬ତମ ପାରାସୁଟ୍ ବାଟାଲିୟନ୍ରେ ଧୋନୀ ସାମିଲ ହେବେ। ସେନାର ଲେଫ୍ଟନାଣ୍ଟ କର୍ନେଲ(ସମ୍ମାନୀତ)…
Read More...
Read More...
ଇଣ୍ଡିଜ୍ ପାଈ ଇଣ୍ଡିଆ ବ୍ରିଗେଡ୍
ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:
ୱେଷ୍ଟଇଣ୍ଡିଜ ଗସ୍ତ ପାଇଁ ଘୋଷଣା ହେଲା ଟିମ୍ ଇଣ୍ଡିଆ । ତିନିଟି ଫର୍ମାଟ୍ ପାଇଁ ଆଜି ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ । ଭାରତ ୱେଷ୍ଟଇଣ୍ଡିଜ ଗସ୍ତରେ ତିନୋଟି ଟି ୨୦, ୩ଟି ଦିନିକିଆ ଏବଂ ୨ଟି ଟେଷ୍ଟ ମ୍ୟାଚ୍ ଖେଳିବ । ତେବେ ତିନିଟି ଯାକ…
Read More...
Read More...
ଅବସର ନ ନେବାକୁ ଧୋନିଙ୍କୁ ଲତା ମଙ୍ଗେଶକରଙ୍କ ଅନୁରୋଧ
ନୂଆଦିଲ୍ଲୀ: ଗତକାଲି ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ସେମି ଫାଇନାଲ୍ ମ୍ୟାଚ୍ରେ ହାରି ଆଇସିସି ବିଶ୍ୱକପ୍ରୁ ଭାରତ ବିଦାୟ ନେଇଛି। ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍ ହେବା ପରେ କୋଟି କୋଟି କ୍ରିକେଟ୍ ପ୍ରେମୀଙ୍କ ମନରେ ଆଘାତ ଲାଗିଛି। ତେବେ ଦଳ ଏହି ମ୍ୟାଚ୍ ହାରିବା ପରେ ଧୋନି ଅନ୍ତର୍ଜାତୀୟ…
Read More...
Read More...
‘୪୫ ମିନିଟ୍ର ଖରାପ ଖେଳ’:କୋହଲି ‘୯୧୧’
ମାଞ୍ଚେଷ୍ଟର: ପରାଜୟ ପରେ ଭାରତୀୟ ଦଳ ଅଧିନାୟକ ବିରାଟ କୋହଲିଙ୍କ ପାଖରେ କହିବାକୁ କିଛି ଭାଷା ନ ଥିଲା। ତଥାପି ଅନେକ କାରଣ ଖୋଜି ଦର୍ଶାଇଥିଲେ। ‘ପ୍ରଥମାର୍ଧ ଆମେ ଭଲ ଖେଳିଥିଲୁ, ନ୍ୟୁଜିଲାଣ୍ଡ୍କୁ ଯେଉଁ ସ୍କୋରରେ ରୋକିଥିଲୁ ତାହା ପଶ୍ଚାତଧାବନ ସାପେକ୍ଷ ଥିଲା। କିନ୍ତୁ ସେମାନେ ଯେଭଳି…
Read More...
Read More...
୧୩୩ କୋଟି ସ୍ବପ୍ନ ଧୂଳିସାତ୍ : ବିଶ୍ବକପ୍ରୁ ଭାରତର ବିଷଣ୍ଣ ବିଦାୟ
ଞ୍ଚେଷ୍ଟର୍ : ୧୩୩ କୋଟିରୁ ଊର୍ଧ୍ବ ଭାରତୀୟଙ୍କ ଶୁଭେଚ୍ଛା ନେଇ ଇଂଲଣ୍ଡ ଯାଇଥିବା ବିରାଟ କୋହଲିଙ୍କ ବିଶ୍ବକପ୍ ଅଭିଯାନ ସେମିଫାଇନାଲରେ ସୀମିତ ରହିଯାଇଛି। ବର୍ଷା ଯୋଗୁଁ ଦୁଇ ଦିନ ଖେଳାଯାଇଥିବା ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ନିକଟରୁ ୧୮ ରନ୍ରେ ହାରି ଅଶ୍ରୁଳ ବିଦାୟ ନେଇଛି…
Read More...
Read More...