Breaking
Browsing Category

ରାଜ୍ୟ

ଆଜି ମା’ଦୁର୍ଗାଙ୍କ ମହାଷ୍ଟମୀ ପୂଜା

ଭୁବନେଶ୍ୱର: ଆଜି ମା’ଦୁର୍ଗାଙ୍କ ମହାଷ୍ଟମୀ ପୂଜା। ମଣ୍ଡପ ଗୁଡ଼ିକରେ ମା’ଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଅନୁଷ୍ଠିତ ହେବ। ଗତକାଲି ମା’ଙ୍କ ଚକ୍ଷୁଦାନ ପର୍ବ ଅନୁଷ୍ଠିତ ହୋଇଥିଲା। ପୂଜାର୍ଚ୍ଚନା ସାଙ୍ଗକୁ ଚକ୍ଷୁଦାନ ପରେ ବହୁ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ଜଗତଜନନୀ ମା’ ଦୁର୍ଗାଙ୍କ…
Read More...

ସରଗରମ୍‌ ପୂଜା ପରିବେଶ : ବିଭିନ୍ନ ସ୍ଥାନରେ ଜମୁଛି ଦାଣ୍ଡିଆ ନାଚର ଧୁମ୍

ଭୁବନେଶ୍ୱର: ଜଗତ ଜନନୀ ମା’ ଦୁର୍ଗାଙ୍କ ଆଜି ମହାସପ୍ତମୀ । ଆଗକୁ ଦଶହରା। ରାଜଧାନୀ ଭୁବନେଶ୍ୱରରେ ଜମି ଆସିଲାଣି ପୂଜା ପରିବେଶ। ପୂଜା ପରିବେଶକୁ ଆହୁରି ରଙ୍ଗିନ କରିବାକୁ ବିଭିନ୍ନ ସ୍ଥାନରେ ଆୟୋଜନ ହୋଇଛି ନବରାତ୍ରିର ସ୍ୱତନ୍ତ୍ର କାର୍ଯ୍ୟକ୍ରମ। ଗୁଜୁରାଟର ପାରମ୍ପରିକ ଦାଣ୍ଡିଆ ନୃତ୍ୟକୁ…
Read More...

ଖୁବ ଶୀଘ୍ର ଶୀମନ୍ଦିରରେ ଲାଗିବ ମହାପ୍ରସାଦ ଦର ତାଲିକା

ପୁରୀ : ଶ୍ରୀମନ୍ଦିରରେ ମହାପ୍ରସାଦ ମୂଲ୍ୟ ନିର୍ଦ୍ଧାରଣ ନେଇ ବୈଠକ । ମୁଖ୍ୟ ପ୍ରଶାସକ, ସୁଅାର ଓ ମହାସୁଅାର ନିଯୋଗକୁ ନେଇ ବୈଠକ ହୋଇଛି। କୋଠଭୋଗ ସାମଗ୍ରୀ ଓ ସେ ସମ୍ପର୍କିତ ଖର୍ଚ୍ଚ ନେଇ ଅାଲୋଚନା ଚାଲିଛି। ଖୁବ୍‌ ଶୀଘ୍ର ମହାପ୍ରସାଦ ଦର ତାଲିକା ପ୍ରକାଶ କରିବାକୁ ନିଷ୍ପତ୍ତି…
Read More...

ତିତ୍‌ଲି ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ୨୬ଜଣଙ୍କ ମୃତ୍ୟୁ ହୋଇଛି : ଏସଆରସି

ଭୁବନେଶ୍ୱର: ବାତ୍ୟା ତିତ୍‌ଲିର ପ୍ରଭାବରେ ବର୍ଷା ଓ ପରବର୍ତ୍ତୀ ବନ୍ୟାରେ ଏଯାବତ୍‌ ୨୬ ଜଣଙ୍କ ମୃତ୍ୟୁ ହୋଇଛି। ଗଜପତି ଜିଲ୍ଲାରେ ସର୍ବାଧିକ ୧୮ ଜଣଙ୍କର ମୃତ୍ୟୁ ହୋଇଛି। ଗଜପତି ଜିଲ୍ଲାର ବାରଘରର ୧୫ଜଣ, ଲାବଣ୍ୟଗଡ଼ରେ ୨ଜଣ ଓ ଅନଗାରେ ଜଣଙ୍କର ମୃତ୍ୟୁ ହୋଇଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ…
Read More...

ଆଜି ମହାସପ୍ତମୀ :ଧରାପୃଷ୍ଠରେ ମା ଦୁର୍ଗା

ଭୁବନେଶ୍ୱର: ସମସ୍ତ ପ୍ରତୀକ୍ଷାର ଅନ୍ତଘଟାଇ ଧରାବତରଣ କରିଛନ୍ତି ମା’ ମହିଷାମର୍ଦ୍ଦିନୀ। ନବରାତ୍ରୀ ପୂଜା ସବୁଠାରେ ଆରମ୍ଭ ହୋଇସାରିଛି। ରୀତି ମୁତାବକ ମଙ୍ଗଳବାର ପୀଠରେ ଦେବୀ ଦୁର୍ଗାଙ୍କ ମଣ୍ଡପରେ ସପ୍ତମୀ ପୂଜା ପାଳନ କରାଯାଉଛି। ଗତକାଲି ମହାଷଷ୍ଠୀରେ ବିଲ୍ୱବରଣ ସହ ମାଆଙ୍କୁ ଆବାହନ…
Read More...

୭୩ ବର୍ଷରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ : ତିତଲି ପାଇଁ ପାଳନ କରିବେନି ଜନ୍ମଦିନ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ୧୯୪୬ ଅକ୍ଟୋବର ୧୬ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିବା ନବୀନ ଆଜି ୭୩ ବର୍ଷ ବୟସରେ ପଦାର୍ପଣ କରିଛନ୍ତି।ବାତ୍ୟା ‘ତିତଲି’ ଓ ପରବର୍ତ୍ତୀ ବନ୍ୟାରେ ରାଜ୍ୟରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାରୁ ଜନ୍ମଦିନ ପାଳିବେ ନାହିଁ…
Read More...

ଆକାଶମାର୍ଗରୁ ବନ୍ୟା ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତିତଲି ପ୍ରଭାବିତ ଅଞ୍ଚଳ ଆକାଶ ମାର୍ଗରୁ ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଆକାଶ ମାର୍ଗରୁ ଗଜପତି, ଗଞ୍ଜାମ ଓ ରାୟଗଡା ୩ଟି ଜିଲ୍ଳାର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନରେ ଯାଇ ମୁଖ୍ୟମନ୍ତ୍ରୀ ଏହି ଜିଲ୍ଲାର ବିଭିନ୍ନ…
Read More...

ଦାବି ମାନିଲେ ସରକାର : ଆନ୍ଦୋଳନରୁ ଓହରିଲା ଶିକ୍ଷକ ମିଳିତ ମଂଚ

ଭୁବନେଶ୍ବର: ଅଧ୍ୟାପକ-ଶିକ୍ଷକ ମିଳିତ ମଞ୍ଚର ଆନ୍ଦୋଳନ ସ୍ଥଗିତ । ସରକାରଙ୍କ ସହ ଆଲୋଚନା ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ ହୋଇଛି । ମଳିତ ମଞ୍ଚର ୧୩ ଜଣିଆ ପ୍ରତିନିଧି ଦଳ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଥିଲେ । ଏହା ପରେ ନଭେମ୍ବର ୩୦ ପର୍ଯ୍ଯନ୍ତ ଆନ୍ଦୋଳନ ସାମୟିକ ସ୍ଥଗିତ କରାଯାଇଛି ।…
Read More...

ମା’ ଆସୁଛନ୍ତି ! ଜୋରସୋରରେ ଚାଲିଛି ନିର୍ମାଣ କାମ

ଭୁବନେଶ୍ୱର : ଆସୁଛନ୍ତି ମା’ । ଶାଦୀୟ ଦୂର୍ଗାପୁଜା ସବୁଠି ଉତ୍ସବର ପରିବେଶ । ଶକ୍ତିପୀଠରେ ଆରମ୍ଭ ହୋଇଯାଇଛି ମା’ଙ୍କ ଷୋଡଷ ଉପଚାର ପୂଜା । ଏଣେ ମଣ୍ଡପରେ ଦୁର୍ଗତିନାସିନୀଙ୍କ ପୂଜା ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଂଚିଲାଣି । ତାରକସୀ କାମ ପାଇଁ ପ୍ରସିଦ୍ଧ କଟକ ସହରରେ…
Read More...