Breaking
Browsing Category

ରାଜ୍ୟ

ଭୁବନେଶ୍ୱରରେ ଯୋଗଗୁରୁ ରାମଦେବ

ଭୁବନେଶ୍ୱର : ଭୁବନେଶ୍ୱର ଆସି ପହଞ୍ଚିଛନ୍ତି ବାବା ରାମଦେବ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସମର୍ଥକମାନଙ୍କ ପକ୍ଷରୁ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା ।ଭୁବନେଶ୍ୱର ସ୍ଥିତ ଶିକ୍ଷା ଓ ଅନୁସନ୍ଧାନ ୟୁନିଭରସିଟି(ଏସଓଏ) ଠାରେ ପତଞ୍ଜଳି ତଥା ଭାରତ ସ୍ୱାଭିମାନ ଟ୍ରଷ୍ଟ…
Read More...

ଚିରନିଦ୍ରାରେ ଅଟଳ ! ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ସରକାରୀ କାର୍ଯ୍ୟାଳୟ ଛୁଟି

ନୂଆଦିଲ୍ଳୀ : ଆରପାରିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ । ଚିକିତ୍ସାଧୀନ ଅବସ୍ଥାରେ ଆଜି ଦିଲ୍ଲୀ ଏମ୍‌ସରେ ସେ ଆଖି ବୁଜିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା ।ତାଙ୍କ ମୃତ୍ୟୁରେ ଦେଶରେ ଶୋକର ଲହରି ଖେଳି ଯାଇଛି। ବାଜପେୟୀଙ୍କ ନିଧନ ପରେ ଏମ୍ସକୁ ନେତା ଓ…
Read More...

କେରଳ ବନ୍ୟା ପୀଡିତଙ୍କ ଲାଗି ୫ କୋଟି ଟଙ୍କା ସହାୟତା ଘୋଷଣା କଲେ ଓଡ଼ିଶା ସରକାର

ଭୁବନେଶ୍ୱର:କେରଳରେ ପ୍ରକୃତିର କରାଳ ରୂପ ଦେଖିବାକୁ ମିଳିଛି । ବର୍ଷାର ତାଣ୍ଡବ ସହିତ ବନ୍ୟାର ବିତ୍ପାତରେ ଦୁର୍ବିସହ ହୋଇପଡ଼ିଛି କେରଳବାସୀଙ୍କ ଜୀବନ । ପ୍ରଳୟଙ୍କାରୀ ବନ୍ୟାରେ ୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ପ୍ରାଣ ଯାଇ ସାରିଥିବାବେଳେ ହଜାର ହଜାର ଲୋକ ବାସହରା ହୋଇପଡ଼ିଛନ୍ତି ।ଗତକାଲିଠାରୁ…
Read More...

ଶିକ୍ଷକଙ୍କ ଗର୍ଜନରେ ଥରିଲା ଗାନ୍ଧୀମାର୍ଗ

ଭୁବନେଶ୍ୱର: ଓଡିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ପକ୍ଷରୁ ଗାନ୍ଧୀମାର୍ଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସମଗ୍ର ରାଜ୍ୟରୁ ହଜାର ହଜାର ଶିକ୍ଷକ-ଅଧ୍ୟାପକ ଆସି ଏଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।ବ୍ଲକ୍‌ଗ୍ରାଣ୍ଟ ଉଚ୍ଛେଦ ଓ ପୂର୍ଣ୍ଣ ଅନୁଦାନ ଭଳି ବିଭିନ୍ନ ଦାବି ନେଇ…
Read More...

ଆଜିଠୁ ଗାନ୍ଧୀମାର୍ଗରେ ଦିବାରାତ୍ର ଗଣଧାରଣା ଦେବେ ଏକ ଲକ୍ଷ ଶିକ୍ଷକ-ଅଧ୍ୟାପକ

ଭୁବନେଶ୍ୱର: ଆଜିଠୁ ସ୍ଥାନୀୟ ଗାନ୍ଧୀମାର୍ଗ ପାଲଟିବ ଜନସମୁଦ୍ର । ଲକ୍ଷାଧିକ ଶିକ୍ଷକ ଓ ଅଧ୍ୟାପକମାନେ ସେମାନଙ୍କ ଦାବି ପୂରଣ ନେଇ ଦିନରାତି ଧାରଣା ଦେବେ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତମଞ୍ଚର ଆହ୍ଵାନରେ ଏହି ବିଶାଳ ଗଣଧାରଣା ହେବାକୁ ଯାଉଛି। ସମଗ୍ର ରାଜ୍ୟକୁ ୪ ଭାଗରେ…
Read More...

ମନଯୋତ୍ ପ୍ଲେ ସ୍କୁଲ୍ ରେ ୭୨ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ବର:ଶୈଳେଶ୍ରୀ ବିହାର ସ୍ଥିତ ମନଯୋତ୍ ପ୍ଲେ ସ୍କୁଲରେ ୭୨ତମ ସ୍ବାଧିନତା ଦିବସ ଖୁବ୍ ଉତ୍ସାହର ସହିତ ପାଳିତ ହୋଉଯାଇଛି।ବର୍ଷା ସତ୍ବେ ଛୋଟ ଛୋଟ ପିଲାମାନେ ଅଭିଭାବକ ମାନଙ୍କ ସହିତ ଆସି ଜାତୀୟ ପତାକା ଉତ୍ତୋଳନ ରେ ଭାଗ ନେଇଥିଲେ।ସ୍କୁଲର ପ୍ରିନ୍ସିପାଲ୍ ଓ ଅନ୍ୟ…
Read More...

ଉଲ୍ଲେଖନୀୟ ସେବା ପାଇଁ ୧୩ ଜଣ ପୋଲିସ କର୍ମଚାରୀଙ୍କୁ ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୭୨ତମ ସ୍ୱାଧୀନତା ଦିବସ ଅବସରରେ ୧୩ ଜଣ ଦକ୍ଷ ପୋଲିସ ଅଧିକାରୀଙ୍କୁ ପୋଲିସ ପଦକ ପ୍ରଦାନ କରାଯାଇଛି ।ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ସାହାସିକତା ପାଇଁ ଓଡ଼ିଶା ପୁଲିସ୍‍ର…
Read More...