Breaking
Browsing Category

ରାଜ୍ୟ

ନିର୍ବାଚନୀ ଭିଡ ଭିତରେ ରକ୍ତଦାନ କଲେ ପ୍ରଣବ ପ୍ରକାଶ

ସମ୍ବଲପୁର: ଚଳିତ ଗ୍ରୀଷ୍ମ ଋତୁ ତଥା ବର୍ତ୍ତମାନର ନିର୍ବାଚନୀ ମାହୋଲରେ ସବୁ ଦଳ ବ୍ୟସ୍ତ ଥିବା ବେଳେ ସମ୍ବଲପୁରରେ ଉତ୍କଟ ରକ୍ତାଭାବକୁ ଲକ୍ଷ୍ୟ କରି ସମ୍ବଲପୁର ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ସୌଜନ୍ୟରୁ ଏକ ଜରୁରୀକାଳୀନ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି । ଏହି ଶିବିରରେ…
Read More...

ବିଷମକଟକ ଓ ଗୁଣୁପୁରରେ ବିଜେଡିର ଶଙ୍ଖ ଫୁଙ୍କିଲେ ପାଣ୍ଡିଆନ

କୋରାପୁଟ: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି କୋରାପୁଟ ଜିଲ୍ଲା ବିଷମକଟକ ଓ ଗୁଣୁପୁର ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି । ଏହି ସଭାରେ ହଜାର ହଜାର ସଂଖ୍ୟାରେ ଉପସ୍ଥିତ…
Read More...

ହିଞ୍ଜିଳିରୁ ଆରମ୍ଭ ହେଲା ବିଜୁ ଜନତା ଦଳର ବିଜୟ ଅଭିଯାନ

ଯୋଡି ଶଙ୍ଖ ଓଡିଶାର ପରିଚୟ, ବିକାଶର ପରିଚୟ ଯୋଡି ଶଙ୍ଖରେ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ବିରୋଧୀ ସବୁବେଳେ ସବୁ କଥାରେ ରାଜନୀତି କରୁଛନ୍ତି, ବିକାଶକୁ ବିରୋଧ କରୁଛନ୍ତି, ଲୋକ ସେମାନଙ୍କ ଅସଲ ରୂପ ଜାଣନ୍ତି ୨୦୨୪ ରୁ ୨୦୩୪ ହେବ ଓଡିଶାର ଦଶକ, ଯୁବକ ମାନଙ୍କ ପାଇଁ…
Read More...

ଯୋଡି ଶଙ୍ଖ ଭିଡିଓ ଧର୍ମେନ୍ଦ୍ରଙ୍କ ନିଦ ହଜାଇ ଦେଲାଣି : ବିଜେଡି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନିର୍ବାଚନ ମୈଦାନକୁ ଓହ୍ଲାଇ ନାହାନ୍ତି, କିଛି ଲୋକଙ୍କ ବଦହଜମୀ ଆରମ୍ଭ ହୋଇଗଲାଣି, ଯୋଡି ଶଙ୍ଖ ଭିଡିଓ ଦେଖି ରାତିର ନିଦ ହଜିଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଯୋଡି ଶଙ୍ଖର ଭିଡିଓ ଏତେ ଲୋକପ୍ରିୟ ହେଲା ଯେ, ଇନଷ୍ଟାଗ୍ରାମରେ ସବୁ ରେକର୍ଡ କାଟିଦେଲା । ୨୪…
Read More...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର ପ୍ରଧାନ: ବିଜେଡି

ଭୁବନେଶ୍ୱର: ରାଜ୍ୟର ୭୦ ଲକ୍ଷ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସଏଚଜି ସାରା ଓଡ଼ିଶାର ଲକ୍ଷ ଲକ୍ଷ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଭ୍ୟମାନଙ୍କର କେବଳ ଜାତୀୟ ସ୍ତରରେ ନୁହେଁ,…
Read More...

ବରମୁଣ୍ଡା ବସ୍ ଟର୍ମିନାଳରେ ମନ୍ମଥ

ଭୁବନେଶ୍ବର: ଡୁହୁ ଡ଼ୁହୁ ଖରାରେ ନିର୍ବାଚନୀ ପ୍ରଚାର କରୁଛନ୍ତି ଭୁବନେଶ୍ବର ଲୋକସଭା ଆସନ ପ୍ରାର୍ଥୀ କ୍ୟାପଟେନ ମନ୍ମଥ ରାଉତରାୟ। ଭୁବନେଶ୍ବରରେ ୪୩ ଡିଗ୍ରୀ ଥିଲା ବେଳେ ମନ୍ମଥ ରାଉତରାୟ ବରମୁଣ୍ଡା ବସଷ୍ଟାଣ୍ଡରେ ପହଞ୍ଚି ଯାତ୍ରୀ ମାନଙ୍କ ଯିବା ଆସିବା ସମ୍ପର୍କରେ ପଚାରି ବୁଝିଛନ୍ତି।…
Read More...

ବିଏସକେୱାଇ ବନ୍ଦ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କରୁଛନ୍ତି ଷଡଯନ୍ତ୍ର : ପାଣ୍ଡିଆନ

ଭୁବନେଶ୍ବର: ରାଜ୍ୟର ୧ ନମ୍ବର ଯୋଜନା ହେଉଛି ବିଏସକେୱାଇ । ଶ୍ରମିକ, ଟାଷୀ ଓ ଗରୀବଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏହି ଯୋଜନା ପ୍ରଣୟନ କରିଛନ୍ତି । ବଡ ବଡ ହସପିଟାଲରେ ଚିକିତ୍ସା କରାଇବା ପାଇଁ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ସାହସ ଦେଇଛନ୍ତି । ଏହି ଯୋଜନାରେ ପ୍ରତି ମାସରେ ୨୬୦ କୋଟି ଟଙ୍କା ଖର୍ଚ୍ଚ…
Read More...