Breaking
Browsing Category

ରାଜ୍ୟ

ବୁଲା ଗାଈ କୁକୁର ଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲଷ ଟଙ୍କା ସହାୟତା

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ…
Read More...

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ନିର୍ମାଣକୁ ଜମି ହରାଉଥିବା ଲୋକଙ୍କ ବିରୋଧ

ଓଡିଶା ନ୍ୟୁଜ ଟୁଡ଼େ ବ୍ୟୁରୋ: ଗାଁକୁ ରାସ୍ତାନ ଥିଲା ଫଳରେ ଗାଁକୁ ସ୍ଥାୟୀ ପିଚୁରାସ୍ତା ନିର୍ମାଣ କରିବାପାଇଁ ଲୋକେ ଦାବୀ କଲେ । ଆଉ ସରକାର ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ପିଚୁ ରାସ୍ତା ନିର୍ମାଣ କରିବାପାଇଁ ସାମିଲ କଲେ । ଆଉ ଏବେ କାମ ଆରମ୍ଭ ହୋଇଥିବା ବେଳେ କାମ ବନ୍ଦକରିବା…
Read More...

ଓଡିଶାରେ ୧୪ ଦିନିଆ ଲକଡାଉନ୍ : ଜାଣନ୍ତୁ କ’ଣ ରହିବ ଖୋଲା ଓ କ’ଣ ବନ୍ଦ…

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ପୁଣି ସବୁ ଲକ୍।କରୋନା ରାଜ୍ୟ ସରକାରଙ୍କ କଡା ଆଭିମୁଖ୍ୟ। ମେ ୫ ତାରିଖରୁ ୧୯ ତାରିଖ ଯାଏଁ ଲାଗୁ କରାଯାଇଛି ୧୪ ଦିନିଆ ଲକଡାଉନ୍ । ତେବେ ନଜର ପକାଇବା ଲକଡାଉନ୍ ବେଳେ କଣ ଖୋଲା ରହିବ ଓ କଣ ବନ୍ଦ - ମାଛ, ମାଂସ ଅଣ୍ଡା, ଦୋକାନ ଖୋଲା ରହିବ । ହୋମ୍…
Read More...

କ୍ୟାପିଟାଲ ରିଜିଅନ ରିଂ ରୋଡ଼ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ ଜାତୀୟ ରାଜପଥ—୧୨ ସହିତ ସମାନ୍ତରାଳ ଭାବେ ପ୍ରତିଷ୍ଠା ହେବାକୁ ଯାଉଥବା ୧୧୧.୨ କିଲୋମିଟର ଦୈର୍ଘ୍ୟର କ୍ୟାପିଟାଲ ରିଜିଅନ କିଙ୍ଗ୍ କୋଡ (ସିଆଇଆଇଆଇ)କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି ଏହି ସମାନ୍ତରାଳ ରିଙ୍ଗରୋଡ୍ ଖୋରଧା ବାଇପାସ୍…
Read More...

ବଜରଙ୍ଗବିହାର ଉନ୍ନୟନ ପରିଷଦର ପ୍ରଥମ ବୈଠକ ଅନୁଷ୍ଠିତ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ଭୁବନେଶ୍ୱର ଚକେଇଶିଆଣୀ ସ୍ଥିତ ବଜରଙ୍ଗ ବିହାର ଉନ୍ନୟନ ପରିଷଦର ପ୍ରଥମ ବୈଠକ ଗତ ୧୪ ତାରିଖରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ପରିଷଦର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।ଏହି ବୈଠକରେ ପରିଷଦର ବିଭିନ୍ନ କାର୍ଯ୍ୟକର୍ତ୍ତାଙ୍କୁ ଚୟନ କରାଯାଇଛି ।ବୈଠକରେ ପରିଷଦର…
Read More...

ସଂକ୍ରମଣ ରୋକିବାକୁ ପ୍ରଶାସନର ତତ୍ପରତା:ଦ୍ୱିତୀୟ ଦିନରେ କଡାକଡି ଯାଞ୍ଚ ସହ ଜୋରିମାନା ଆଦାୟ

ଓଡିଶା ନ୍ୟୁଜ ଟୁଡ଼େ ବ୍ୟୁରୋ : ସାରା ବିଶ୍ୱ କରୋନା ମହାମାରୀ କବଳରେ ରହିଥିବା ବେଳେ ଏହା ପୁଣିଥରେ ଆମ ଦେଶରେ ଘାତକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆହୁରି ଅଧିକ ସଂକ୍ରାମକ ହୋଇଥିବାରୁ ପୂର୍ବାପେକ୍ଷା କଟକଣା ଅଧିକ ଶକ୍ତ କରାଯିବାର ଆବଶ୍ୟକତା ରହିଛି । ଏହାକୁ ଦୃଷ୍ଟିରେ ରଖି…
Read More...

ବାଲିଗୁଡାରେ କରୋନା ସଂକ୍ରମଣ ରୋକିବାକୁ ପ୍ରଶାସନର ତତ୍ପରତା : କୋଭିଡ୍ ନିୟମ ଉଲଂଘନ ଅଭିଯୋଗରେ ଜୋରିମାନା ସହ ଦୁଇଟି…

ଓଡିଶା ନ୍ୟୁଜ ଟୁଡ଼େ ବ୍ୟୁରୋ: କରୋନା ଦ୍ବିତୀୟ ଲହରୀରେ ସାରା ଦେଶରେ ହୁହୁ ହୋଇ ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାର ପ୍ରଭାବ ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳିଛି । ସଂକ୍ରମଣ ରୋକିବାକୁ ମୁଖ୍ୟମନ୍ତ୍ରୀ ବିଭିନ୍ନ ପଦକ୍ଷେପ ନେବାସହ ସବୁ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ…
Read More...

ସିଏସ୍‌ଆଇଆର‌-ଆଏମ୍‌ଏମ୍‌ଟିର ୫୮ତମ ପ୍ରତିଷ୍ଠା ଦିବସ

ଓଡ଼ିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ସିଏସ୍‌ଆଇଆର୍ ଆଇଏମ୍‌ଏମ୍‌ଟି ଅଡିଟୋରୀୟମ୍‌ଠାରେ ଆଜି ଏହାର ୫୮ତମ ପ୍ରତିଷ୍ଠା ଦିବସ ଭର୍ଚୁଆଲ ମାଧ୍ୟମରେ ପାଳିତ ହୋଇଯାଇଛି । ସିଏସ୍‌ଆଇଆର୍ ମହାନିର୍ଦ୍ଦେଶକ ତଥା ଡିଏସ୍‌ଆଇଆରର ସଚିବ ଡ଼ ଶେଖର ଚନ୍ଦ୍ର ମାଣ୍ଡେ ମୁଖ୍ୟ ଅତିଥି ଭାବେ…
Read More...