Breaking
Browsing Category

ରାଜ୍ୟ

ପଟିଆରେ ଖୋଲିଲା ସାଇ ଶରଣଂ ଏଜେନ୍ସି

ଭୁବନେଶ୍ୱର : ପଟିଆ କିଟ୍ ଛକରେ ସାନିଟାରୀ ସୋ ରୁମ୍ ସାଇ ଶରଣଂ ଏଜେନ୍ସି ଉଦଘାଟିତ ହୋଇଯାଇଛି । ଏହାକୁ ମୁଖ୍ୟ ଅତିଥିଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ସମ୍ମାନିତ ଅତିଥିଭାବେ ଦିଲ୍ଲୀପ କନଷ୍ଟ୍ରକସନର ନିର୍ଦ୍ଦେଶକ ଦିଲ୍ଲୀପ ଖଟେଇ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ । ଯୁବ ଉଦ୍ୟୋଗୀ…
Read More...

କନ୍ଧମାଳ ପୁଲିସର ମାଓ ବିରୋଧୀ ଅପରେସନ

ଓଡିଶା ନ୍ୟୁଜ ଟୁଡ଼େ ବ୍ୟୁରୋ: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ରାଇଘର ଗ୍ରାମ ନିକଟରେ ରବିବାର ସନ୍ଧ୍ୟାରେ ଏସଓଜି ଏବଂ ଡିଭିଏଫର ମିଳିତ ଉଦ୍ୟମରେ ଏକ ମାଓ ବିରୋଧୀ ଅପରେସନ କରାଯାଇଥିଲା। ଏହି ସମୟରେ ପୁଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ଘଟିଥିଲା। ମାଓବାଦୀମାନେ ଚମ୍ପଟ୍‍…
Read More...

ଫୁଲବାଣୀ ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ: ସମ୍ପାଦକ ହେଲେ ଅଜିତ

ଓଡିଶା ନ୍ୟୁଜ ଟୁଡ଼େ ବ୍ୟୁରୋ: କନ୍ଧମାଳ ଜିଲ୍ଲା ଫୁଲବାଣୀ ଓକିଲ ବାର ପରିସରରେ ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ପ୍ରକ୍ରିୟା ସକାଳ ୮ଟା ରୁ ଆରମ୍ଭ ହୋଇ ୩ଟା ରେ ଶେଷ ହୋଇଥିଲା । ସମୁଦାୟ ୧୩୧ଜଣ ଭୋଟର ମଧ୍ୟରୁ ୧୨୨ ଜଣ ଭୋଟର ଭୋଟ ଦେଇଥିଲେ। ସେଥି ମଧ୍ୟରୁ ସଭାପତି ପଦ ପାଇଁ ଦୁଇ ଜଣ…
Read More...

ବାଲିଗୁଡା ସିଆରପିଏଫ୍ ୧୨୭ ବାଟାଲିୟନ ପକ୍ଷରୁ ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡିଶା ନ୍ୟୁଜ ଟୁଡ଼େ ବ୍ୟୁରୋ: କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟ, ଏବଂ ଓଡିଶା ସେକ୍ଟର ସିଆରପିଏଫ ଆଇଜିଙ୍କ ନିର୍ଦେଶ କ୍ରମେ ବାଲିଗୁଡ଼ା ଥାନା ରେବିଙ୍ଗିଆଠାରେ ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସିଆରପିଏଫ୍ ୧୨୭ ବାଟାଲିୟନ ପକ୍ଷରୁ ସୋଲାର…
Read More...

କରୋନାର ଦ୍ୱିତୀୟ ଲହର

ଓଡିଶା ନ୍ୟୁଜ ଟୁଡ଼େ ବ୍ୟୁରୋ: ରାଜ୍ୟ ତଥା ଦେଶର ବିଭିନ୍ନ ଅଞ୍ଚଳରେ ଦ୍ୱିତିୟ ପର୍ଯ୍ୟାୟ କରୋନା ସଂକ୍ରମଣ ପୁଣି ଥରେ ବଢିବାକୁ ଲାଗିଥିବା ବେଳେ କନ୍ଧମାଳ ଜିଲାରେ ବି ଏନେଇ ପଡିଛି ପ୍ରଭାବ। କୋଭିଡ-୧୯ର ଦ୍ୱିତୀୟ ଲହର ଆଶଙ୍କାରେ ଆଗୁଆ ସଜାଗ ହୋଇଛି କନ୍ଧମାଳ ଜିଲା ପ୍ରଶାସନ। ଗୁରବାର କନ୍ଧମାଳ…
Read More...

ଝୁଲନ୍ତା ଅବସ୍ଥାରେ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର:ତଦନ୍ତ ଅବ୍ୟାହତ

ଓଡ଼ିଶା ନ୍ୟୁଜ ଟୁଡେ ବ୍ୟୁରୋ: କନ୍ଧମାଳ ଜ଼ିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ବନ୍ଧଗଡ ସ୍ଥିତ ପାଙ୍ଗାପଦର ଜଙ୍ଗଲରେ ଝୁଲନ୍ତା ଅବସ୍ଥାରେ ଏକ ପ୍ରେମୀ ଯୁଗଳ ଙ୍କ ମୃତ ଦେହ ଉଦ୍ଧାର କରିଛି ଫିରିଙ୍ଗିଆ ପୋଲିସ । ଘଟଣାରୁ ପ୍ରକାଶ ଯେ, ଗ୍ରାମର କେତେକ ଲୋକ ଜଙ୍ଗଲ ଯିବା ସମୟରେ ଏକ ଗଛ ରେ ଯୁବକ…
Read More...

ରାଜଧାନୀ ବୌଦ୍ଧିକ ସମାବେଶ ତରଫରୁ ଜଳସେବା ର ଶୁଭାରମ୍ଭ

ଓଡ଼ିଶା ନ୍ୟୁଜ ଟୁଡେ ବ୍ୟୁରୋ: ମହାତ୍ମାଗାନ୍ଧୀ ମାର୍ଗ ରାଜାଛକଠାରେ ରାଜଧାନୀ ବୌଦ୍ଧିକ ସମାବେଶ ଆନୁକୂଲ୍ୟରେ ମୁକ୍ତାକାଶ ପାଠାଗାର ପରିସରରେ ସମାବେଶ ର ଉପଦେଷ୍ଟା ଶ୍ରୀଯୁକ୍ତ ପ୍ରଦ୍ୟୁମ୍ନ କୁମାର ଶତପଥି ଙ୍କ ଦ୍ଵାରା ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇ ଯାଇଛି | ପ୍ରଥମେ ବରିଷ୍ଠ ନାଗରିକ…
Read More...