Breaking
Browsing Category

ରାଜ୍ୟ

ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଦୁଇଦିନିଆ ସମ୍ମିଳନୀ

ଭାରତର ଆତ୍ମା ଗାଁ ରେ ରହିଛି । ମହାତ୍ମା ଗାନ୍ଧୀଙ୍କ ଏହି ଉକ୍ତିଟିକୁ ଓଡ଼ିଶା ସରକାର ସବୁଠାରୁ ଅଧିକ ଚରିତାର୍ଥ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଗ୍ରାମୀଣ ଓଡ଼ିଶାର ସର୍ବାଙ୍ଗୀନ ବିକାଶକୁ ପ୍ରାଧାନ୍ୟ ଦେଇଆସିଛନ୍ତି । ଗ୍ରାମୀଣ ଗରିବ ଲୋକଟିର ମୁହଁରେ…
Read More...

ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଖର୍ଚ୍ଚ ହେବ ୬୪ କୋଟି ଟଙ୍କା, ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ ଓଡିଶା ସରକାର ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ ଗୁଡିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା ଚିକିତ୍ସା ନିମନ୍ତେ ବ୍ୟକ୍ତିଗତ…
Read More...

ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଓଡିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି। ଏହି ନୂତନ ପଦବୀ…
Read More...

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଆନ୍ତର୍ଜାତୀୟ ଯୋଗଦିବସ ପାଳିତ

ବିଶ୍ୱ ଯୋଗଦିବସ ଅବସରରେ ଭାରତୀୟ ଯୋଗ ସଂସ୍ଥାନ ତରଫରୁ ଭୁବନେଶ୍ୱର ସହିଦ୍‌ନଗର ସ୍ଥିତ ଇମଫା ପାର୍କଠାରେ ସ୍ବତନ୍ତ୍ର ଯୋଗ ଶିବିର ଆୟୋଜିତ କରାଯାଇଛି । ଯୋଗ କେବଳ ଏକ ଶାରିରୀକ ବ୍ୟାୟାମ ନୁହେଁ ବରଂ ଶରୀରକୁ ନୂତନ ଶକ୍ତି ଯୋଗାଣର ଆଧାର। ସାଂମ୍ପ୍ରତିକ ଚାପଗ୍ରସ୍ତ ଦୁନିଆରେ ଯୋଗର ମହତ୍ବ ଓ…
Read More...

‘ଆଇ କେୟାର’ ଡେଣ୍ଟାଲ ସଲ୍ୟୁସନ୍‌ର ପ୍ରଥମ ବାର୍ଷିକ ଉତ୍ସବ

ଭୁବନେଶ୍ୱର: ପାତ୍ରପଡ଼ା ସ୍ଥିତ ଡ.ଇନାକ୍ସି ସ୍ବାଇଁଙ୍କ ଦ୍ବାରା ପରିଚାଳିତ ଅତ୍ୟାଧୁନିକ ଡେଣ୍ଟାଲ କ୍ଲିନିକ୍ ‘ ଆଇ କେୟାର’ ଡେଣ୍ଟାଲ ସଲ୍ୟୁସନ୍‌ର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କ୍ଲିନିକରେ ଦୀର୍ଘ ଏକ ବର୍ଷ ହେବ ସଫଳତାର ସହ ହଜାରରୁ ଉର୍ଦ୍ଧ୍ବ ଦାନ୍ତ ରୋଗୀମାନଙ୍କୁ…
Read More...