Breaking
Browsing Category

ରାଜ୍ୟ

ପୁରୀ ଗଣଦୁଷ୍କର୍ମ ମାମଲାରେ ଆଉ ଜଣେ ଗିରଫ

ପୁରୀ: ପୁରୀ ଗଣଦୁଷ୍କର୍ମ ମାମଲାରେ ପୁଲିସ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ମଙ୍ଗଳବାର ଏହି ଘଟଣାରେ ସମ୍ପୃକ୍ତ ଥିବା ଆଉ ଜଣଙ୍କୁ ପୁଲିସ ଗିରଫ କରିଛି। ଏହି ଅଭିଯୁକ୍ତ ନାମ ରାଜେଶ ସେଠୀ ବୋଲି ଜଣାପଡ଼ିଛି। ପସକୋ ଆକ୍ଟ ଆଧାରରେ ମାମଲା ରୁଜୁ କରି ପୁଲିସ୍‌ ଦୁଇ ଅଭିଯୁକ୍ତଙ୍କୁ ଗିରଫ…
Read More...

ଗିରଫ ହେଲେ ଆଶିର୍ବାଦ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଗିରଫ । ସିବିଆଇ ଦ୍ବାରା ଗିରଫ ହେଲେ ଓସିଏର ପୂର୍ବତନ ସଂପାଦକ ଆଶୀର୍ବାଦ ବେହେରା । ଚିଟଫଣ୍ଡ୍ ସଂସ୍ଥା ଅର୍ଥତତ୍ତ୍ୱ ସହିତ ଲିଙ୍କ୍ ଅଭିଯୋଗରେ ସିବିଆଇ ତାଙ୍କୁ ଗିରଫ କରିଛି । ତାଙ୍କ ସହ ଜନୈକ ହୋଟେଲ ମାଲିକ…
Read More...

ସହିଦ ନଗର ୟୁଥ ଆସୋସିଏସନରେ ଗଣେଶ ପୂଜା ଧୁମଧାମରେ ପାଳିତ

ଭୁବନେଶ୍ୱର: ଭୁବନେଶ୍ବର ସହିଦ ନଗର ୟୁଥ ଆସୋସିଏସନରେ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଦ୍ୟାଦାତା ପ୍ରଭୁ ଗଣେଶଙ୍କ ପୂଜା ଧୁମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଆସୋସିଏସନ ପକ୍ଷରୁ ଏକ ସମ୍ବଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ସମ୍ବଦ୍ଧନା ସଭାରେ ସାମ୍ବାଦିକତା ଜଗତରେ ନିଜର…
Read More...

ପୁରୀରେ ପୁଣି ଉଛ୍ଛେଦ ଆରମ୍ଭ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା । ଚାରି ଦିନ ବନ୍ଦ ରହିବା ପରେ ଆଜି ପୁଣି ଆରମ୍ଭ ହୋଇଛି ଉଛେଦ ଅଭିଯାନ । ଭଙ୍ଗାଯାଉଛି ଏମାର ମଠରେ ଥିବା ଅବଶିଷ୍ଟ ଦୋକାନ ଘର । କଡା ସୁରକ୍ଷା ଭିତରେ ଚାଲିଛି ଉଚ୍ଛେଦ କାର୍ଯ୍ୟ । ଉଚ୍ଛେଦ ସ୍ଥଳରେ…
Read More...

ଏସ୍.ଏସ୍.ଆରଡ଼ିପି ପକ୍ଷରୁ ଗ୍ରାମାଞ୍ଚଳର ଯୁବକ ଯୁବତୀମାନଙ୍କୁ ଆର୍ଥିକ ପ୍ରୋତ୍ସାହନ ଓ ସାର୍ଟିଫିକେଟ ପ୍ରଦାନ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ଶ୍ରୀ ରୁରାଲ ଡ଼େଭଲ୍ଅପ୍‌ମେଣ୍ଟ ପ୍ରୋଗ୍ରାମ ଟ୍ରଷ୍ଟ ପକ୍ଷରୁ ରାଜ୍ୟ ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୦୦୦ରୁ ଊର୍ଦ୍ଧ୍ୱ ଯୁବକ ଯୁବତୀମାନଙ୍କୁ ଭୁବନେଶ୍ୱର ରେଲେଓ୍ୱ ଅଡ଼ିଟୋରିଅୟମରେ ବୁଧବାରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାର୍ଟିଫିକେଟ ସହ ଆର୍ଥିକ ପ୍ରୋତ୍ସାହନ…
Read More...

ପ୍ରମୁଖ ସାଇବର ସିକ୍ୟୁରିଟି କମ୍ପାନୀ ଥ୍ରେଟସିସ୍ ଉଦଘାଟିତ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ଓଡ଼ିଶାର ପ୍ରମୁଖ ସାଇବର ସିକ୍ୟୁରିଟି ଡେଭଲପ୍ମେଟ୍, ୱେବ୍ ଓ ସଫ୍ଟୱେର ସଲ୍ୟୁସନ କମ୍ପାନୀ ଗ୍ଲୋବାଲ ଟେକ୍ ପ୍ରମୋଟରସର (ଜିଟିପି) ନୂତନ ଶାଖା ଥ୍ରେଟ୍ସିସ୍ ସ୍ଥାନୀୟ ଇନ୍ଫୋସିସ୍ ଠାରେ ଉଦ୍ଘାଟିତ ହୋଇଯାଇଛି । ଏହି କାର୍ଯ୍ୟାଳୟକୁ କମ୍ପାନୀର କାର୍ଯ୍ୟନିର୍ବାହୀ…
Read More...

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ନବୀନ ଛାଟ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଜାରୀ । ପୁଣି ୬ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବରଖାସ୍ତ କରିବା ସହ ୪ ଜଣଙ୍କ ପେନସନ୍ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଦୁର୍ନୀତି ବିରୋଧରେ…
Read More...

ଟାଇଟ୍ ହେଲା ଟ୍ବିନ୍ ସିଟି ଟ୍ରାଫିକ୍ କଟକଣା

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନ କଲେ ଚାଳକଙ୍କୁ ୧୦ ଗୁଣା ଅଧିକ ଜରିମାନା ଦେବାକୁ ପଡ଼ିବ। ହେଲମେଟ୍ ନ ପିନ୍ଧି ଧରାପଡ଼ିଲେ ହଜାରେ, ବାଇକରେ ତିନିଜଣ ଗଲେ ଜରିମାନା ୫ହଜାର, ଆଉ ମଦ ପିଇ ଗାଡ଼ି ଚଳାଇଲେ ୧୦ ହଜାର ଟଙ୍କା ଜରିମାନା ଗଣିବାକୁ ପଡ଼ିବ। ଆସନ୍ତା…
Read More...

ସାବଧାନ ଭୂବନେଶ୍ବର

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ : ଗାଡି ଉପରେ ନଜର ରଖିବ ଡ୍ରୋନ କ୍ୟାମେରା । ତେବେ ଟ୍ରାଫିକ ନିୟନ୍ତ୍ରଣ ପାଇଁ କମିଶନରେଟ ପୋଲିସ ନେଇଛି ବଡ ପଦକ୍ଷେପ । ଯେଉଁଥିରେ ଭୁବନେଶ୍ୱରରେ ରବୀନ୍ଦ୍ର ମଣ୍ଡପରୁ ଏୟାରପୋର୍ଟ ଛକ ଯାଏଁ ‘ନୋ ଓଭରଟେକିଂ’ ଜୋନ ଭାବେ ଘୋଷଣା କରାଯାଇଛି । ଏଥିସହିତ ହିଁ ନିୟମ…
Read More...