Breaking

ଦାୟିତ୍ୱ ଗ୍ରହଣ କଲେ ଅସିତ୍ ତ୍ରିପାଠୀ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ :

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ଅସିତ ତ୍ରିପାଠୀ । ପୂର୍ବତନ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଠାରୁ ଆଜି ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୮୬ ବ୍ୟାଚର ଆଇଏଏସ୍ ଅଫିସର । ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ ଅଧିକାରୀ ଭବେ ନିଯୁକ୍ତି ଦିଆଯିବା ପରେ ଅସିତ୍ ତ୍ରିପାଠୀଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ସୁରେଶ ମହାପାତ୍ର ମଧ୍ୟ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଅନ୍ୟପଟେ ମୁଖ୍ୟ ନିର୍ବାଚସ କମିସନ୍ ଭାବେ ଦାୟିତ୍ୱ ଗ୍ରହଣ କଲେ ଆଦିତ୍ୟ ପ୍ରସାଦ ପାଢ଼ୀ ।

loading...

Leave A Reply

Your email address will not be published.