ଭୁବନେଶ୍ୱର: ଏସିୟାନ୍ ଗେମସ୍ରେ କ୍ରମାଗତ ଚମତ୍କାର ପ୍ରଦର୍ଶନ କରି ଓଡ଼ିଆ ଝିଅ ଦୂତି ଚାନ୍ଦ ଭାରତର ଗୌରବ ବୃଦ୍ଧି କରିଛନ୍ତି।୨୦୦ମିଟର ଦୌଡ଼ରେ ଦୂତୀ ଚାନ୍ଦ ରୌପ୍ୟ ପଦକ ପାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ତେବେ ତାଙ୍କର ଏହି ସଫଳତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଦେଢ଼ କୋଟି ଘୋଷଣା କରିଛନ୍ତି । ଏହାସହ ଆଗାମୀ ଅଲମ୍ପିକ ପ୍ରସ୍ତୁତି ନିମନ୍ତେ ସମସ୍ତ ଖର୍ଚ୍ଚ ବହନ କରିବେ ବୋଲି ମଧ୍ୟ ଘୋଷଣା କରିଛନ୍ତି ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ୧୦୦ମିଟର ଦୌଡ଼ରେ ଦୂତୀଙ୍କ ସଫଳତା ନିମନ୍ତେ ମୁଖ୍ୟମନ୍ତ୍ରୀ ଦେଢ଼ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଥିଲେ।ଏହିଭଳି ଦୈଡରାଣୀ ଦୂତିଙ୍କୁ ମୋଟ ୩ କୋଟି ରାଜ୍ୟ ସରକାର ଦେବେ ।
Breaking
ପଟିଆରେ ଖୋଲିଲା ରୋଜ୍ ଟ୍ରାନ୍ସଫରମେସନ୍ଜଗନ୍ନାଥ ହେଉଛନ୍ତି ଆମର ଅସ୍ମିତା – ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ବତୀ ମହାରାଜApollo Hospitals, Bhubaneswar Launches Comprehensive Liver Transplant Programପ୍ରବାସୀ ଭାରତୀୟ ଦିବସ ୨୦୨୫ରେ ଝଲସିଲା ମହିଳା ସଶକ୍ତିକରଣବୟୋଜ୍ୟେଷ୍ଠ, ଅସହାୟ ବ୍ୟକ୍ତିଙ୍କୁ ସମ୍ମାନ, ଆଦର ଦେଉଥିବା ସମାଜ ହେଉଛି ଏକ ଆଦର୍ଶ ସମାଜ- ମୁଖ୍ୟମନ୍ତ୍ରୀ