Breaking

କୋଭିଡ଼ ପରିଚାଳନା ପାଇଁ ବିଏମସି କୁ ଆଉ କୋଡ଼ିଏ କୋଟି ଟଙ୍କା ମଜୂର କଲେ ମୁଖ୍ୟମନ୍ତ୍ରୀ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:
ଭୁବନେଶ୍ୱର ରେ କୋଭିଡ଼ ମହାମାରୀ ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଆଉ କୋଡ଼ିଏ କୋଟି ଟଙ୍କା ମଜୂର କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବ ରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ କୁ ୭୭ କୋଟି ଟଙ୍କା ଦିଆଯାଇଛି । ଭୁବନେଶ୍ୱର ରେ ରାଜ୍ୟର ସର୍ବାଧିକ କୋଭିଡ଼ ହସ୍ପିଟାଲ ରହିଛି ଏବଂ ଚିକିତ୍ସିତ ରୋଗୀ ଙ୍କ ସଖ୍ୟା ମଧ୍ୟ ଏଠାରେ ସର୍ବାଧିକ ।ଚିକିତ୍ସା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ କୋଭିଡ଼ ରୋଗୀ ଭୁବନେଶ୍ୱର କୁ ଆସି ଥାନ୍ତି । ତେଣୁ ଭୁବନେଶ୍ୱର ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ଏହି ଅର୍ଥ ମଜୂର କରାଯାଇଛି ।

loading...

Leave A Reply

Your email address will not be published.