Breaking

ରାଜଧାନୀରେ ଜଳିଗଲା କୋଚିଂ ସେଣ୍ଟର

0

ଭୁବନେଶ୍ବର:ଆଚାର୍ଯ୍ୟ ବିହାରରେ ଥିବା ଏକ କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଲକ୍ଷାଧିକ ଟଙ୍କାର କମ୍ପ୍ୟୁଟର ଓ କାଗଜପତ୍ର ପୋଡି ପାଉଁଶ ହୋଇଯାଇଛି। ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।

You May Like Here:
            ⇓

loading...

Leave A Reply

Your email address will not be published.