Breaking

ବିସ୍ପୋରକ ସ୍ଥିତିରେ କରୋନା

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

କରୋନାର କାୟା ଥମିବାର ନାଁ ନେଉନାହି। ରାଜ୍ୟରେ ଆଜି ଆଉ ୫୮ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨କୁ ବୃଦ୍ଧି ପାଇଛି । ଏଥିସହିତ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ତେବେ ମୃତକ ଜଣକ ଗଂଜାମ ଜିଲ୍ଲାର ବୋଲି ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

loading...

Leave A Reply

Your email address will not be published.