Breaking

ରାଜଧାନୀରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

0

ଭୁବନେଶ୍ୱର: ରାଜଧାନୀରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ଆଜି ଭୁବନେଶ୍ୱର ଏମ୍ସରେ ୫୩ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ଗୋଟିଏ ପଜିଟିଭ୍ ଆସିଛି । କରୋନାରେ ଆକ୍ରାନ୍ତ ୬୦ ବର୍ଷୀୟ ବୃଦ୍ଧ ଜଣଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

loading...

Leave A Reply

Your email address will not be published.