Breaking

ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୨୫କୁ ବୃଦ୍ଧି

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି । ସମସ୍ତ ଆକ୍ରାନ୍ତ ବାଲେଶ୍ୱରର ଏବଂ ସେମାନେ କଲିକତାରୁ ଫେରିଥିବା ନେଇ ଜଣାପଡିଛି। ସମସ୍ତ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୪୪,୬୧,୬୩ ରହିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାରେ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

loading...

Leave A Reply

Your email address will not be published.