Breaking

ରାଜ୍ୟରେ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ଗଞ୍ଜାମରୁ ପୁଣି ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏହା ସହ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚିଛି । ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ ଛୁଇଁଛି । ଏମାନଙ୍କ ମଧ୍ୟରୁ ୬୦ ଜଣ ସୁସ୍ଥ ହେଲେଣି । ଏବେ ୧୦୯ ଆକ୍ରାନ୍ତଙ୍କ ଚିକିତ୍ସା ରାଜ୍ୟର ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚାଲିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

loading...

Leave A Reply

Your email address will not be published.