Breaking

ନୀରବି ଯିବ ଓଡିଶା

କୋଭିଡ୍ ଯୋଦ୍ଧାଙ୍କୁ ଜଣାଇବ ୧ ମିନିଟ୍ ନୀରବ ସମ୍ମାନ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

କୋଭିଡ୍ ଯୋଦ୍ଧାମାନଙ୍କ ସମ୍ମାନରେ ୧ ମିନିଟ୍ ନିରବ ପ୍ରାର୍ଥନା କରିବାକୁ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ ।ଆଜି ସଂଧ୍ୟା ୬ଟାରେ ୧ ମିନିଟ୍ ନିରବ ପ୍ରାର୍ଥନା କରିବାକୁ ନିବେଦନ କରିଛନ୍ତି ନବୀନ ।ଏହା ସହ ଟିଭି ଓ ସୋସିଆଲ୍ ମିଡିଆରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଶପଥ ପାଠ କରାଇବେ ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଶହୀଦ କୋଭିଡ୍ ଯୋଦ୍ଧାଙ୍କ ପରିବାର ଯେପରି ସହାୟତା ପାଇବାରେ କୌଣସି ଅସୁବିଧାର ସମ୍ମୁଖୀନ ନହେବେ ସେଥିପାଇଁ ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

loading...

Leave A Reply

Your email address will not be published.